ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ପାଇଁ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସହ ବର୍ତ୍ତମାନ ଇଂଲଣ୍ଡରେ ଅଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଭାରତ ନ୍ୟୁଜଲ୍ୟାଣ୍ଡ ମଧ୍ୟରେ ଅନୁଷ୍ଠିତ ହେଉଥିବା ବେଳେ ବର୍ଷା ମ୍ୟାଚର ସମସ୍ତ ମଜାକୁ ନଷ୍ଟ କରିଦେଇଛି। ବର୍ଷା ହେତୁ ପ୍ରଥମ ଦିନରେ ଟସ ସହ ଖେଳ ହୋଇ ପାରି ନଥିଲା। ଏହି ସମୟରେ ଅନୁଷ୍କା ପ୍ରଥମେ ଚା’ର ମଜା ନେଉଥିବା ଦେଖିବାକୁ ମିଳିଥିଲା, କିନ୍ତୁ ପରେ ବର୍ଷା ଉପରେ ବିରକ୍ତ ହୋଇ ବର୍ଷା-ବର୍ଷା ଚାଲିଯିବାକୁ କହିଲେ। ସାଉଥମ୍ପଟନରେ ପ୍ରବଳ ବର୍ଷା ହେତୁ ଫାଇନାଲ ଟେଷ୍ଟ ମ୍ୟାଚର ପ୍ରଥମ ଦିନକୁ ବାତିଲ କରିବାକୁ ପଡିଲା। ଏହି କାରଣରୁ କେବଳ କ୍ରିକେଟ ପ୍ରଶଂସକ ନୁହଁନ୍ତି ଅନୁଷ୍କା ଶର୍ମା ମଧ୍ୟ ନିରାଶ ହୋଇଥିଲେ। ଅନୁଷ୍କା ନିଜ ଇନଷ୍ଟାଗ୍ରାମ ଷ୍ଟୋରୀରେ କବିତା ଲେଖି ନିଜର ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେ ଲେଖିଛନ୍ତି, ‘‘ରେନ୍ ରେନ୍ ଗୋ ଆଓ୍ବେ, ମମିଂ ଆଫ୍ଟର ପାଇଭ ଡେଜ୍’’।
ଅର୍ଜୁନଙ୍କ ସହ ସମ୍ପର୍କକୁ ପସନ୍ଦ କରୁ ନ ଥିଲେ ମଲାଇକାଙ୍କ ଭାବି ଶ୍ୱଶୁର; ସିଧାସିଧା ଅଲଗା ରହିବାକୁ…
ବମ୍ବେ: ସ୍ବାମୀ ଅରବାଜ ଖାନ୍ଙ୍କଠାରୁ ଅଲଗା ହେବା ପରେ ଅଭିନେତା ଅର୍ଜୁନ କପୁରଙ୍କ ପ୍ରେମରେ ପଡ଼ିଛନ୍ତି ମଲାଇକା ଅରୋରା। ବେଶ କିଛି ଦିନ ସେ ନିଜ...
ପ୍ରେମିକଙ୍କ ସହ ନିର୍ବନ୍ଧ ଭାଙ୍ଗିଲେ ଏହି ଲୋକପ୍ରିୟ ଅଭିନେତ୍ରୀ
ବମ୍ବେ: ପ୍ରେମିକଙ୍କ ସହ ସମ୍ପର୍କ ଛିନ୍ନ କରିଛନ୍ତି ଅଭିନେତ୍ରୀ ଲୀନା ଜୁମାନି। ଏକତା କପୁରଙ୍କ ଧାରାବାହିକ କୁମ୍କୁମ୍ ଭାଗ୍ୟରେ ତନୁଶ୍ରୀ ଭୂମିକାରେ ନଜର ଆସୁଥିବା ଲୀନା...
ବାଥ୍ରୁମ ସେଲ୍ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ
ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ...
ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…
ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର...
ଅନ୍ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ
ବମ୍ବେ: ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଅଭିନୟ କରୁ କରୁ ସତସତିକା ପ୍ରେମରେ ପଡ଼ିଛନ୍ତି। ପରଦାରେ ଚରିତ୍ର ଥାଏ ଭିନ୍ନ। ହେଲେ ଅସଲ ଜୀବନରେ...
ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର
ବଲିଉଡ୍ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...
‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍କା: ପ୍ରଥମେ ଟିଆର୍ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର
ବମ୍ବେ: ଲଗାତାର ଭାବେ ଟିଆର୍ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍ପି...
ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେଲେ ଏହି ଅଭିନେତା
ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ...


