ଗୁଆହାଟି,୧୯।୬: ଆସାମରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରହିଛି। ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ଏହା ପଞ୍ଚମ ଭୂକମ୍ପ। ଭୂକମ୍ପର କେନ୍ଦ୍ରସ୍ଥଳ ସୋନିତପୁର ଜିଲା ମୁଖ୍ୟାଳୟର ତେଜପୁର ନିକଟସ୍ଥ ୩୦ କିଲୋମିଟର ଦୂରରେ ରହିଥିଲା। ଭୂକମ୍ପ ସମୟରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ। ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ ରାତିରେ ଗୋଟାଏରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା।
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ
ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା...
ସ୍ଫୁଟନିକ୍ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍ ଇନ୍ଷ୍ଟିଚ୍ୟୁଟ
ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍ଷ୍ଟିଚ୍ୟୁଟ ପକ୍ଷରୁ...
ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…
ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...
ଏପ୍ରିଲ୍ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍…
ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଡେଲ୍ଟା ପ୍ଲସ୍ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍ ୫ରେ ଜଣେ...
ଆଇସିୟୁରେ ଭର୍ତ୍ତି ହେଲେ ମିଲ୍ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...


