E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଚଳନ୍ତା କାର୍‌ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…
2:06 pmJune 19, 2021

ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍‌ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ ହୋଇଛି। କାରଣ ଏହି ଡ୍ରାଇଭର ଜଣକ ଗାଡ଼ି ଚଳାଇବା ସମୟରେ ସେକ୍ସ କରୁଥିଲେ। ଯାହା ପରେ ଦୁର୍ଘଟଣା ଘଟିଥିଲା। ଏହି ସମୟରେ ଡ୍ରାଇଭର ଜଣକ ନିଶାରେ ଥିଲେ।

ଏହି ଦୁର୍ଘଟଣାରେ ୩୫ ବର୍ଷୀୟା ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିସହିତ ଆଉ ଦୁଇଜଣ ଆହତ ହୋଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, କାର୍‌ ଡ୍ରାଇଭର ଏଲିକ୍ସ ମୋରିନୋଙ୍କୁ ହତ୍ୟା ଏବଂ ନିଶାରେ ଗାଡ଼ି ଚଳାଉଥିବା ଅଭିଯୋଗରେ ଜେଲ୍‌ ଯିବାକୁ ପଡ଼ିଛି।

ସୂଚନାଯୋଗ୍ୟ, ପାର୍କିଂରେ ଥିବା ଗାଡ଼ିରେ ଯାଇ ବସିପଡ଼ିଲେ ଏଲିକ୍ସ। ପଛରେ କିଏ ଥିବା ନ ଦେଖି ଗାଡ଼ିକୁ ଷ୍ଟାର୍ଟ କରିବା ସହ ପାଖରେ ବସିଥିବା ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ। ଏହି ସମୟରେ ଗାଡ଼ିର ବେଗ ଏତେ ଦ୍ରୁତି ଥିଲା ଯେ, ପଛରେ ଠିଆ ହୋଇଥିବା ଦୁଇଜଣ ଲୋକ ଧକ୍କା ଖାଇ ପଡ଼ିଯାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...

ମନର ଭାବନାକୁ ଜାଣିପାରିବ ଏହି ହେଲ୍‌ମେଟ

ଓ୍ବାଶିଂଟନ୍‌,୧୮।୬: ମନୁଷ୍ୟର ମନର ଭାବନାକୁ ଜାଣିବା ପାଇଁ ଅନେକ ବର୍ଷରୁ ଗବେଷଣା ଚାଲିଛି, ହେଲେ ଏବେ ଯାଇ ଏଥିରେ ସଫଳତା ମିଳିପାରିଛି। କର୍ନେଲ ନାମକ ଜଣେ...

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ...

ଆୟକର ଫାଙ୍କିଛନ୍ତି ବେଜୋସ୍‌, ମସ୍କ

ଓ୍ବାଶିଂଟନ,୧୦ା୬ : ବିଶ୍ୱର ଆର୍ଥିକ ଢାଞ୍ଚା ଏପରି ହୋଇଯାଇଛି ଯେ, ପ୍ରତିବର୍ଷ ଗରିବ ଓ ଧନୀଙ୍କ ମଧ୍ୟରେ ବ୍ୟବଧାନ ବଢ଼ିବାରେ ଲାଗିଛି। ଏହା ଦୀର୍ଘ ବର୍ଷ...

ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି

ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍‌ ହର୍‌ଜୋଗ୍‌ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍‌’ରେ ୧୨୦ ଜଣ ସଦସ୍ୟ...

ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍‌

ଡର୍ବାନ,୮।୬: ମହତ୍ମା ଗାନ୍ଧୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନଙ୍କୁ ଠକେଇ ମାମଲାରେ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ଏକ କୋର୍ଟ।...

ଜେନେଭାରେ ବାଇଡେନ୍‌-ପୁଟିନ୍‌ ସମିଟ୍‌

ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍‌...

୨୦୨୩ ପର୍ଯ୍ୟନ୍ତ ଫେସବୁକ୍‌ ବ୍ୟବହାର କରିପାରିବେ ନାହିଁ ଟ୍ରମ୍ପ

ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍‌ରେ ୨୦୨୩ ପର୍ଯ୍ୟନ୍ତ ଫେସ୍‌ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାରମ୍ବାର କଟୁଥିଲା ବିଜୁଳି, ଯାଞ୍ଚ ପାଇଁ ଖୁଣ୍ଟରେ ଚଢ଼ିଲେ ଶକ୍ତିମନ୍ତ୍ରୀ; ଆଉ ତା’ ପରେ…
Next Post Next post:
ଏକଦା ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସର ଥିଲେ ଏହି ଅଭିନେତ୍ରୀ , ବର୍ତ୍ତମାନର ପାରିଶ୍ରମିକ ଜାଣିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts