E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସ୍ବିସ୍‌ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…
2:49 pmJune 19, 2021

ନୂଆଦିଲ୍ଲୀ,୧୯।୬: ସ୍ବିସ୍‌ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍‌ର ସେଣ୍ଟ୍ରାଲ୍‌ ବ୍ୟାଙ୍କ ପକ୍ଷରୁ ଏକ ବାର୍ଷିକ ରିପୋର୍ଟ ଗୁରୁବାର ପ୍ରକାଶ ପାଇଥିଲା। ଏହି ରିପୋର୍ଟକୁ କେନ୍ଦ୍ର ସରକାର ଶନିବାର ଖଣ୍ଡନ କରିଛନ୍ତି। କେନ୍ଦ୍ରୀୟ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଜମା ହୋଇଥିବା ଟଙ୍କା ସମ୍ପର୍କିତ ବିବରଣୀ ସ୍ବିସ୍‌ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କଠାରୁ ଲୋଡା ଯାଇଛି। ଟିକସ ସମ୍ପର୍କିତ ପ୍ରସଙ୍ଗରେ ଭାରତ ଏବଂ ସ୍ବିଜରଲାଣ୍ଡ୍‌ ମଧ୍ୟରେ ଦ୍ୱିପାକ୍ଷିକ ଚୁକ୍ତି ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସ୍ବିଜରଲାଣ୍ଡ୍‌ର ସେଣ୍ଟ୍ରାଲ୍‌ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ୨୦୧୯ରେ ଭାରତୀୟଙ୍କ କଳାଧନ ପରିମାଣ ୬,୬୨୫ କୋଟି ଟଙ୍କା ଥିଲା। ତେବେ ୨୦୨୦ରେ ଏହା ୨୮୬ ପ୍ରତିଶତ ବୃଦ୍ଧି ପାଇ ୨୦,୭୦୦ କୋଟି ଟଙ୍କାରେ ପହଞ୍ଚିଛି। ୨୦୦୭ଠାରୁ ଗତ ୧୩ ବର୍ଷ ମଧ୍ୟରେ ଏହା ସର୍ବାଧିକ ବୋଲି ରିପୋର୍ଟରେ ପ୍ରକାଶ ପାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...

ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ

କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ...

ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଆଇଜଲ୍‌,୨୨।୬: ଦେଶରେ ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ବିଭିନ୍ନ ପ୍ରକାର ଯୋଜନା କରାଯାଉଛି। କିନ୍ତୁ ମିଜୋରାମ ଜଣେ ମନ୍ତ୍ରୀ ଏକ ଅଜବ ଘୋଷଣା କରି ଚର୍ଚ୍ଚାରେ ଅଛନ୍ତି।...

ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌...

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍‌

କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…
Next Post Next post:
ନାଇଟ୍‌ ପାର୍ଟି ପାଇଁ ସରକାର ଦେଉଛନ୍ତି ଲକ୍ଷାଧିକ ଟଙ୍କା, ଏବେ ବିବାଦରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts