E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟସ୍‌ ଜିତିଥିଲେ ଆମେ ବି କରିଥାନ୍ତୁ ବୋଲିଂ; ତଥାପି ଆମ ଖେଳାଳି ଯେକୌଣସି ପରିସ୍ଥିତିରେ ଖେଳିବାକୁ ପ୍ରସ୍ତୁତ: କୋହଲି
4:12 pmJune 19, 2021

ସାଉଥମ୍ପାଟନ,୧୯।୬: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଖେଳ ଶନିବାର ଆରମ୍ଭ ହୋଇଛି। ଶୁକ୍ରବାର ବର୍ଷା ଯୋଗୁ ପ୍ରଥମ ଦିବସ ଖେଳ ସମ୍ଭବ ହୋଇ ନ ଥିଲା। ତେବେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପାଗ ଏବଂ ପରିସ୍ଥିତି ଦେଖି ଲାଭ ଉଠାଇବାକୁ ଚେଷ୍ଟା କରିବୁ। ଥଣ୍ଡା ପାଗ ହୋଇଥିବାରୁ ଉଇକେଟରେ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ। ଚାରିଜଣ ଦ୍ରୁତ ବୋଲରଙ୍କ ସହ ଦଳ ମଇଦାନକୁ ଓହ୍ଲାଇବ ବୋଲି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ କହିଛନ୍ତି।

ସେହିଭଳି ଭାରତୀୟ ଅଧିନାୟକ ବିରାଟ କୋହଲି ଟସ୍‌ ଜିତିଥିଲେ ଆମେ ବି ପ୍ରଥମେ ବୋଲିଂ କରିଥାନ୍ତୁ। ହେଲେ ରନ୍‌ କରିବା ଆମର ଶକ୍ତି। ଫାଇନାଲରେ ବୋର୍ଡରେ ରନ୍‌ ରହିବାର ଅନେକ ଫାଇଦା ରହିଛି। ଆମେ ଯେକୌଣସି ପରିସ୍ଥିତିରେ ଖେଳିବାକୁ ପ୍ରସ୍ତୁତ ଅଛୁ। ଆମେ ଟେଷ୍ଟ କ୍ରିକେଟରେ ଭଲ ପ୍ରଦର୍ଶନ କରୁଛୁ। ଆମ ପାଇଁ ଏହା କେବଳ ଏକ ଟେଷ୍ଟ ମ୍ୟାଚ୍‌ ହେବ, ଯେଉଁଥିରେ ଆମେ ପ୍ରଫେସନାଲ ଭାବେ ଖେଳିବାକୁ ଚାହିଁବୁ ବୋଲି ସେ କହିଛନ୍ତି।

ତେବେ ଭାରତ ପକ୍ଷରୁ ରୋହିତ ଶର୍ମା ଏବଂ ଶୁଭମନ ଗିଲ ଓପନିଂ କରିବାକୁ ପଡ଼ିଆକୁ ଓହ୍ଲାଇଛନ୍ତି। ଏବେ ସୁଦ୍ଧା ଦଳ ୧୦ ଓଭର ଖେଳରେ ୪୧ ରନ୍‌ କରିବାରେ ସଫଳ ହୋଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍‌ ପାଲଟିଲା ୨୨ ଜୁନ୍‌

ନୂଆଦିଲ୍ଲୀ,୨୩।୬: ପୁଣି ଥରେ ବିଦେଶୀ ମାଟିରେ ନିଜ ବଲ୍‌ର ଯାଦୁ ଦେଖାଇଛନ୍ତି ଭାରତୀୟ ଟିମ୍‌ର ୩୦ ବର୍ଷୀୟ ପେସର୍‌ ମହମ୍ମଦ ସାମି। ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ...

ଆଇପିଏଲ୍‌ରେ ଦର୍ଶକ ଅନୁମତି ସମ୍ଭାବନା

ନୂଆଦିଲ୍ଲୀ, ୧।୬ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶ ଆୟୋଜନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି। ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଲାଗି ଏକ ବିସିସିଆଇ...

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି...

୨ଟି ବଲ୍‌ରୁ ବିସ୍ଫୋରକ ୨୧ ରନ୍‌ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସମସ୍ତ ପ୍ରକାର କ୍ରିକେଟର ୍‌ବିପଜ୍ଜନକ ବ୍ୟାଟ୍ସମ୍ୟାନ ସେହ୍ବାଗ ଆରମ୍ଭରୁ ପ୍ରତିପକ୍ଷଙ୍କୁ...

ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ଭିନୁ ମଙ୍କଡ଼

ଦୁବାଇ, ୧୪ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ହଲ୍‌ ଅଫ୍‌ ଫେମ୍‌ ତାଲିକାରେ ରବିବାର ଖେଳର ୧୦ଜଣ ଆଇକନ୍‌ଙ୍କୁ ସାମିଲ କରାଯାଇଛି। ୫ଟି ଯୁଗର ୨ଜଣ...

କୋପା ଆମେରିକା: ଉରୁଗୁଏକୁ ହରାଇଲା ଆର୍ଜେଣ୍ଟିନା

ସାଇ ପାଓଲୋ, ୨୦।୬(ଏ.ପି.)- କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଆର୍ଜେଣ୍ଟିନା ୧-୦ ଗୋଲରେ ଉରୁଗୁଏକୁ ପରାସ୍ତ କରିଛି। ଫଳରେ ଲିଓନେଲ ମେସିଙ୍କ ଦଳ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜୋକୋଭିଚ୍‌-ବେରେଟିନି କ୍ୱାର୍ଟର ଫାଇନାଲ

ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌। ୪ର୍ଥ ରାଉଣ୍ଡରେ...

ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନାଇଟ୍‌ ପାର୍ଟି ପାଇଁ ସରକାର ଦେଉଛନ୍ତି ଲକ୍ଷାଧିକ ଟଙ୍କା, ଏବେ ବିବାଦରେ
Next Post Next post:
୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts