E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଏହିସବୁ ରୋଗରେ ଆକ୍ରାନ୍ତ ଲୋକଙ୍କୁ କାଜୁ ଖାଇବା ମନା
11:08 amJune 20, 2021

ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁର୍ସ ଖାଇଥାନ୍ତି। ତେବେ କାଜୁକୁ ଲୋକେ ତରକାରି ଓ ମିଠା ପ୍ରସ୍ତୁତିରେ ମଧ୍ୟ ବ୍ୟବହାର କରାଯାଇଥାଏ। କେତେକ ମିଠା କେବଳ କାଜୁରେ ହିଁ ପ୍ରସ୍ତୁତି ହୋଇଥାଏ। ତେବେ ଏହା ସ୍ବାଦିଷ୍ଟ ସହ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ମାତ୍ର ଏପରି କିଛି ଲୋକ ଅଛନ୍ତି ଯେଉଁ ମାନଙ୍କ ପାଇଁ କାଜୁ ଆଦୌ ଲାଭ ଦାୟକ ହୋଇ ନ ଥାଏ ଜାରନ୍ତୁ ସେ ସମ୍ପର୍କରେ…

ପେଟ ସମସ୍ୟା ଥିବା ବ୍ୟକ୍ତି
ଯେଉଁ ବ୍ୟକ୍ତିଙ୍କ ପେଟ ସମସ୍ୟା ଥିବା ତାଙ୍କୁ କାଜୁ ଠାରୁ ଦୂରେଇ ରଖିବା ଜରୁରୀ । ନଚେତ ଏହି ସମସ୍ୟା ଅଧିକ ବଢ଼ିବାର ଆଶଙ୍କା ଦେଖାଯାଇଥାଏ।

ଉଚ୍ଚ ରକ୍ତ ଚାପ
ଏହି ବ୍ୟକ୍ତି ମଧ୍ୟ କାଜୁ ଖାଇବା ଉଚିତ ହୋଇ ନ ଥାଏ। କାରଣ ଏଥିରେ ଥିବା ସୋଡିୟମ ରକ୍ତଚାପକୁ ବଢ଼ାଇ ଦେଇଥାଏ।

ଅଧକପାଳ ମୁଣ୍ଡ ବିନ୍ଧା

ଅଧକପାଳ ମୁଣ୍ଡ ବିନ୍ଧା ହେଉଥିବା ଲୋକେ ଏହାକୁ ନ ଖାଇବା ଭଲ। ଏଥିରେ ଥିବା ଇମୋନି ଏସିଡ ମୁଣ୍ଡ ବିନ୍ଧା ବଢ଼ାଇଥାଏ।

ପିତ୍ତ କୋଶରେ ଷ୍ଟୋନ:

ପିତ୍ତ କୋଶରେ ଷ୍ଟୋନ ହୋଇଥିବା ଲୋକେ ଏହାକୁ ଖାଇବା ମନା।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ସ୍କର୍ଟ କିଣିବା ବେଳେ…

ସ୍କର୍ଟ ପିନ୍ଧିବା ଯେମିତି ଆରାମଦାୟକ ସେମିତି ମଧ୍ୟ ଫ୍ୟାଶନେବୁଲ। କିନ୍ତୁ ପରଫେକ୍ଟ ଲୁକ୍‌ ପାଇବା ପାଇଁ ସ୍କର୍ଟ କିଣିବା ସମୟରେ କେଉଁ ସବୁ ଦିଗ ପ୍ରତି...

ଅତ୍ୟଧିକ ଆମ୍ବ ଖାଉଛନ୍ତି କି…

ଆମ୍ବ ଦେଖିବାକୁ ଯେତିକି ସୁନ୍ଦର ଖାଇବାକୁ ତା’ଠୁ ଅଧିକ ସ୍ବାଦିଷ୍ଟ। ବର୍ଷାଦିନରେ ଆମ୍ବର ମଜା ନେବାକୁ ପ୍ରାୟ ସମସ୍ତଙ୍କୁ ବେଶି ପସନ୍ଦ ହୋଇଥାଏ। ଏହା ପୋଷକ...

ସାଉଣ୍ଡ ଫିଗର ଚାହୁଁଥିଲେ

ବର୍ତ୍ତମାନ ସ୍ଲିମ୍‌ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି...

ସଫା ରଖନ୍ତୁ ଫ୍ରିଜ୍‌

ଠିକ୍‌ ଭାବରେ ଜିନିଷ ସାଇତି ରଖିଲେ ଫ୍ରିଜ୍‌ ଶୀଘ୍ର ଅପରିଷ୍କାର ହେବ ନାହିଁ। ତେଣୁ କେଉଁ ଜିନିଷ କେଉଁଠି ରଖିବେ ସେ ସମ୍ପର୍କରେ ଭଲଭାବେ ଜାଣି...

ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..

ଆଜିକାଲି ସମୟରେ କିଡନୀ ଷ୍ଟୋନ୍‌ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍‌ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍‌ ହୋଇଥାଏ। ସ୍ବାସ୍ଥ୍ୟ...

ପାଚନକ୍ରିୟା ଓ ଉପବାସ

ପୂଜାପାର୍ବଣ ହେଉ ଅବା କେତେକ ତିଥିରେ ଅନେକେ ଉପବାସ ରହିଥାଆନ୍ତି। ଉପବାସ ରହିବା ଦ୍ୱାରା ମନ ପବିତ୍ର ରହେ ବୋଲି ଅନେକେ ବିଶ୍ୱାସ କରନ୍ତି। ହେଲେ...

ରହିବନି ଷ୍ଟ୍ରେଚ୍‌ମାର୍କ

ଅନେକ ମହିଳା ଶିଶୁ ଜନ୍ମ ପରେ ପେଟ ଏବଂ ଶରୀରର ଅନ୍ୟ କେତେକ ସ୍ଥାନରେ ହୋଇଥିବା ଷ୍ଟ୍ରେଚ୍‌ମାର୍କ କମ୍‌ କରିବାକୁ ନେଇ ବ୍ୟସ୍ତ ହୋଇପଡନ୍ତି। ହେଲେ...

ଯୋଗ କରୋନା ଲଢ଼େଇରେ  ଗୁରୁତ୍ୱପୂର୍ଣ୍ଣ…

ସମ୍ପ୍ରତି କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ପ୍ରାକୃତିକ ଉପାୟରେ ଶୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମିଲ୍‌ଖାଙ୍କ ଓଡ଼ିଶା ଲିଙ୍କ୍‌: ବାରବାଟୀରେ ୨ ସ୍ବର୍ଣ୍ଣ ଜିତିଥିଲେ
Next Post Next post:
ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts