E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଖପ୍ପା ହୋଇଥିଲେ ‘ଲିଟିଲ୍‌ ମାଷ୍ଟର’; ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…
7:10 amJune 20, 2021

ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ କେହି ଗ୍ରହଣ କରିପାରି ନ ଥିଲେ। ଉଭୟ ବ୍ୟାଟ୍ସମ୍ୟାନ୍‌ ଇଂଲଣ୍ଡ ବିପକ୍ଷରେ ଦିଲ୍ଲୀ କୋଟଲା ପଡିଆରେ ଖରାପ ବ୍ୟାଟିଂ କରି ଉଇକେଟ ହରାଇଥିଲେ। ଫଳରେ ଡ୍ର ହେବାକୁ ଯାଉଥିବା ମ୍ୟାଚ୍‌ରେ ସହଜ ବିଜୟ ହାସଲ କରିଥିଲେ ଇଂଲଣ୍ଡ ଟିମ୍‌। କପିଲଙ୍କ ଏଭଳି ଖେଳକୁ ନେଇ ସୁନିଲ ଗାଭାସ୍କର ଖପ୍ପା ହୋଇଥିଲେ। ଏହାର ପରିଣାମସ୍ବରୂପ ଚୟନକର୍ତ୍ତାମାନେ କୋଲକାତା ଟେଷ୍ଟ ମ୍ୟାଚ୍‌ରୁ ଉଭୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ବାହାର କରିଦେବାକୁ ନିଷ୍ପତ୍ତି ନେଇଥିଲେ।

କଥିତ ଭାବେ ଗାଭାସ୍କରଙ୍କ ଯୋଗୁ କପିଲ ଦଳରୁ ବାହାରିଥିବା ନେଇ କହିଥିଲେ। ହେଲେ ଏହାକୁ ଲିଟିଲ୍‌ ମାଷ୍ଟର ପ୍ରତ୍ୟାଖ୍ୟାନ କରିଥିଲେ। ତାଙ୍କର ଏଥିରେ କୌଣସି ଭୂମିକା ନାହିଁ ବୋଲି କହିଥିଲେ। ଅପରପକ୍ଷେ ମ୍ୟାଚ୍‌ ସମୟରେ ଦର୍ଶକ ମଧ୍ୟ ନିରାଶ ହୋଇଥିଲେ। ଏପରିକି କେହି କେହି ‘ନୋ କପିଲ, ନୋ ଟେଷ୍ଟ’ ବୋଲି କହିଥିଲେ। ଗାଭାସ୍କରଙ୍କ ଉପରେ କେହି କେହି ଫଳ ଓ ପନିପରିବା ଫିଙ୍ଗିବା ଆରମ୍ଭ କରିଥିଲେ। ଦର୍ଶକଙ୍କ ଏହି ବ୍ୟବହାରକୁ ନେଇ ଗାଭାସ୍କର କେବେ ହେଲେ ଇଡେନ୍‌ ଗାଡେନ୍ସରେ ଖେଳିବେ ନାହିଁ ବୋଲି ଶପଥ ନେଇଥିଲେ।

ସେତେବେଳ ସମୟରେ ଗାଭାସ୍କର-କପିଲ ଦେବଙ୍କ ମଧ୍ୟରେ ତିକ୍ତତାର ସମାଧାନ ପାଇଁ ବିସିସିଆଇ ଚେଷ୍ଟା କରିଥିଲା। କୌଣସି ଅଧିନାୟକ ଏତେ ବି ମୁର୍ଖ ନୁହେଁ କି ଟିମ୍‌ର ଶ୍ରେଷ୍ଠ ଅଲରାଉଣ୍ଡରକୁ ବାହାର କରିବ ବୋଲି ସେ କହିଥିଲେ। କପିଲଙ୍କୁ ଯେଉଁ ଚୟନକର୍ତ୍ତା ଚାହୁଁ ନ ଥିଲେ ତାଙ୍କ ନାମ ଖୁଲାସା କରିବେ ବୋଲି ମଧ୍ୟ ସେ ଧମକ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଓସାକାଙ୍କୁ ଟେନିସ ଖେଳାଳି, ଅନ୍ୟ କ୍ରୀଡ଼ାବିତ୍‌ଙ୍କ ସମର୍ଥନ

ପ୍ୟାରିସ୍‌,୨।୬(ଏପି): ଡିପ୍ରେସନ କାରଣରୁ ଫ୍ରେଞ୍ଚ୍‌ ଓପନରୁ ଓହରିଯିବାକୁ ନାଓମି ଓସାକା ନେଇଥିବା ନିଷ୍ପତ୍ତିକୁ ଅନ୍ୟ ଟେନିସ ତାରକା ଓ କ୍ରୀଡ଼ାବିତ୍‌ମାନେ ସମର୍ଥନ କରିଛନ୍ତି। ଅଭିଜ୍ଞ ମହିଳା...

ଆଇପିଏଲ୍‌ ୨୦୨୧ରେ ସବୁ ଦଳକୁ ଲାଗିପାରେ ଝଟ୍‌କା: ଖେଳି ନ ପାରନ୍ତି ଏହି ୪୦ ଖେଳାଳି

ନୂଆଦିଲ୍ଲୀ,୨।୬: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ଆୟୋଜନ ହେବ ବୋଲି ଘୋଷଣା କରିଛି।...

ଦୋହାରେ ଭାରତୀୟ ମିଡ୍‌ ଫିଲ୍ଡର ଅନିରୁଦ୍ଧଙ୍କୁ କରୋନା

ନୂଆଦିଲ୍ଲୀ, ୬ା୬ (ପି.ଟି.)- ଭାରତୀୟ ଫୁଟ୍‌ବଲ ଦଳର ମିଡ୍‌ଫିଲ୍ଡର ଅନିରୁଦ୍ଧ ଥାପା କରୋନା ସଂକ୍ରମିତ ହୋଇଛନ୍ତି। କୋଭିଡ୍‌ ଟେଷ୍ଟରୁ ପଜିଟିଭ ଜଣାପଡ଼ିବା ପରେ ଦୋହାସ୍ଥିତ ଟିମ୍‌...

ଢାକା ପ୍ରିମିୟର ଲିଗ୍‌:ଶକିବ ୩ଟି ମ୍ୟାଚରୁ ସସ୍‌ପେଣ୍ଡ

ଢାକା, ୧୩ା୬ (ପି.ଟି.)- ମହମ୍ମଡ଼ାନ ସ୍ପୋର୍ଟିଂ ବନାମ ଆବାହନୀ ଲିମିଟେଡ୍‌ ମ୍ୟାଚ୍‌ ବେଳେ ପଡ଼ିଆରେ ଅଶୋଭନୀୟ ଆଚରଣ ପାଇଁ ବାଂଲାଦେଶର ଷ୍ଟାର କ୍ରିକେଟର ଶକିବ ଅଲ୍‌...

ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍‌ କଲେ ଖୁଲାସା

ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ମହିଳା ଦଳ ଜୁନ୍‌...

ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି

ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର...

ଏକଦା ଅଣ୍ଡରଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌କୁ ଡ୍ରେସିଂ ରୁମ୍‌ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..

ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟ ଟିମ୍‌କୁ ବିଶ୍ୱକପ୍‌ ଜିତାଇଥିବା ପ୍ରଥମ ଅଧିନାୟକ ହେଲେ କପିଲ ଦେବ। ସେ ଅନୁଶାସନକୁ ବ୍ରତ କରିଥିଲେ। ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ...

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଇ ଭାରତରେ
Next Post Next post:
ଅନ୍ନଚିନ୍ତା ଚମତ୍କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts