ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଥିଲା। ଏକ ସମୟ ଥିଲା ଯେତେବେଳେ ଉଭୟଙ୍କୁ ପରସ୍ପରର ଭାଇ କୁହାଯାଉଥିଲା। କିନ୍ତୁ ପରେ ସେମାନଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ୨୦୦୮ ରେ କ୍ୟାଟ୍ରିନାଙ୍କ ଜନ୍ମଦିନ ପାର୍ଟିରେ ଶାହରୁଖ ସଲମାନ ଖାନଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ଐଶ୍ୱର୍ଯ୍ୟା ରାୟଙ୍କ ଉପରେ ମନ୍ତବ୍ୟ ଦେଇଥିଲେ, ଯେଉଁ କାରଣରୁ ଦୁହେଁ ମୁହାଁମୁହିଁ ହୋଇଥିଲେ।
ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….
ମୁମ୍ବାଇ, ୮।୬: ବଲିଉଡ୍ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ...
ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ
ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ...
ବେବି ବମ୍ପ୍ରେ ନଜର ଆସିଲେ ନୁସରତ
ମୁମ୍ବାଇ: ଟିଏମ୍ସି ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ...
ଅଭିନେତାଙ୍କୁ ଭଲ ପାଇ ପଶ୍ଚାତାପ କରୁଛନ୍ତି ଏହି ଅଭିନେତ୍ରୀ, କହିଲେ ଜୀବନରେ ଫିଲ୍ମ ଇଣ୍ଡଷ୍ଟ୍ରିର ଆଉ କାହାକୁ ଭଲ ପାଇବିନି
ମୁମ୍ବାଇ: ଅଭିନେତ୍ରୀ ମିନୀଷା ଲାମ୍ବା ଆଜିକାଲି ପର୍ସନାଲ ଲାଇଫ୍କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ସ୍ବାମୀଙ୍କଠାରୁ ଛାଡ଼ପତ୍ର ପାଇବା ପରେ ଜଣେ ବ୍ୟକ୍ତିଙ୍କ ସହ ରିଲେସନଶିପ୍ରେ ରହୁଥିଲେ।...
ପାଣି ଟିକକ ପାଇଁ ହାତୀ କରୁଛି ଏମିତି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...
ଆଉନାହାନ୍ତି ମାରୁତିରାଓ କାଲେ
‘ସୌଦାଗର’ ‘ଡିସ୍କୋ ଡ୍ୟାନ୍ସର’ ଭଳି ସୁପର୍ହିଟ୍ ଚଳଚ୍ଚିତ୍ରର ନିର୍ଦ୍ଦେଶକ ମାରୁତିରାଓ କାଲେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ...
ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା
ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...
ଐଶ୍ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ
ବମ୍ବେ: ବଲିଉଡ୍ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍ଅପ୍ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା।...


