E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସ୍ବାମୀ ନିକ୍‌ଙ୍କ ନାଁରେ ନୁହେଁ, ଜାଣନ୍ତୁ ପ୍ରିୟଙ୍କା କାହା ନାଁରେ ଗୋଡ଼ରେ କଲେ ଟାଟୁ; ଭାଇରାଲ ହେଉଛି ଫଟୋ
5:45 pmJune 19, 2021

ମୁମ୍ବାଇ: ବଲିଉଡ୍‌ରୁ ଓଲିଉଡ୍‌ ପର୍ଯ୍ୟନ୍ତ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍‌ ଜୋନାସ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ପ୍ରିୟଙ୍କା କେବେ ତାଙ୍କ ଫିଲ୍ମ କେବେ ନିଜର ଫଟୋ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ବର୍ତ୍ତମାନ ପ୍ରିୟଙ୍କା ତାଙ୍କ ନୂଆ ଟାଟୁ ପାଇଁ ଚର୍ଚ୍ଚାରେ ରହିଛନ୍ତି। ସେ ତାଙ୍କର ଏହି ଟାଟୁକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ସେ ଏହି ଟାଟୁକୁ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ପାଇଁ ନୁହେଁ ବରଂ ଅନ୍ୟ କାହା ନାମରେ କରିଛନ୍ତି। ଜାଣନ୍ତୁ ଏ ସମ୍ପର୍କରେ…

ପ୍ରିୟଙ୍କା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ କ୍ଲିପ୍‌ ଶେୟାର କରିଛନ୍ତି, ଯେଉଁଥିରେ ସେ ତାଙ୍କର ନୂଆ ଟାଟୁକୁ ପ୍ରଶଂସକମାନଙ୍କ ଉଦ୍ଦେଶ୍ୟରେ ପୋଷ୍ଟ କରିଛନ୍ତି। ଏହି ଭିଡିଓରେ ଦେଖିବେ ଯେ, ସେ ତାଙ୍କ ଗୋଡ଼ରେ ଏକ ଟାଟୁ ଅଙ୍କା ଯାଇଛି। ଏହି ଭିଡିଓ ଶେୟାର କରି ପ୍ରିୟଙ୍କା କ୍ୟାପଶନରେ ଲେଖିଛନ୍ତି,ସମର ନେଲ୍‌ସ, ସମର ଟାଟୁ , ହ୍ୟାପି ଫିଟ୍‌। ତାଙ୍କର ଏହି ନୂଆ ଟାଟୁକୁ ଖୁବ୍‌ ପସନ୍ଦ କରାଯାଉଛି। ସେ ଏହି ନୂଆ ଟାଟୁକୁ ତାଙ୍କର ତିନି ପୋଷା କୁକୁର ପାଇଁ ଉତ୍ସର୍ଗ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଗାନ୍ଧୀ ଡକ୍ୟୁମେଣ୍ଟାରି ପୁରସ୍କୃତ

ମହାତ୍ମା ଗାନ୍ଧୀଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରି ‘ଅହିଂସା ଗାନ୍ଧୀ: ଦି ପାଓ୍ବାର ଅଫ୍‌ ଦି ପାଓ୍ବାର ଲେସ୍‌’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରି...

ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…

ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍‌ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର...

ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର...

ପ୍ରଶଂସକଙ୍କୁ ମନ ଦେଇ ବସିଥିଲେ ଏହି ସୁପରଷ୍ଟାର୍‌

ଦକ୍ଷିଣର ସୁପରଷ୍ଟାର ବିଜୟ ଚନ୍ଦ୍ରଶେଖର ଆଜି ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ଏପର୍ଯ୍ୟନ୍ତ ଅନେକ ହିଟ୍‌ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ସମ୍ପୂର୍ଣ୍ଣ ନାମ ଜୋସେଫ...

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...

ଅନ୍‌ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ

ବମ୍ବେ: ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଅଭିନୟ କରୁ କରୁ ସତସତିକା ପ୍ରେମରେ ପଡ଼ିଛନ୍ତି। ପରଦାରେ ଚରିତ୍ର ଥାଏ ଭିନ୍ନ। ହେଲେ ଅସଲ ଜୀବନରେ...

ଯେଉଁ ମାଗାଜିନ୍‌ ସୋନୁଙ୍କୁ କରିଥିଲା ରିଜେକ୍ଟ: ଆଜି ତାହାର କଭର ପେଜ୍‌ରେ ଅଭିନେତାଙ୍କ ଫଟୋ

‘ରିଅଲ ଲାଇଫ ହିରୋ’, ‘ଗଡ ଅଫ ଆର୍ଥ’ ଆଜିକାଲି ଲୋକମାନେ ଏହି ନାମରେ ଅଭିନେତା ସୋନୁ ସୁଦଙ୍କୁ ଜାଣିଛନ୍ତି। ସୋନୁ ୨୦୨୦ କରୋନା ସମୟରେ ଲୋକମାନଙ୍କୁ...

ରାତିଅଧରେ କରନ୍‌ ଜୋହରଙ୍କ ରୁମ୍‌କୁ ଯାଇଥିଲେ ଫରାହ ଖାନ୍‌; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍‌ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡବ୍ଲ୍ୟୁଟିସି ଫାଇନାଲରେ କୋହଲି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
Next Post Next post:
ଭାରତୀୟ ଖେଳାଳିଙ୍କ ହାତରେ ସ୍ବତନ୍ତ୍ର ଆର୍ମବ୍ୟାଣ୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts