E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ

୮ ଦିନର ବିବାହରେ ଏମିତି କ’ଣ ହେଲା
6:56 pmJune 19, 2021

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ ମଜୁରୀ ଆଣିବାକୁ କହି ଘରୁ ବାହାରିଥିଲେ। ହେଲେ ସେମାନେ ଆଉ ଫେରି ନ ଥିଲେ। ଶନିବାର ସକାଳୁ ଆମ୍ବ ଗଛରେ ଉଭୟଙ୍କ ମୃତଦହ ଝୁଲୁଥିବା ଅବସ୍ଥାରେ ମିଳିଛି। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ କୋଦଗାଡିଆ ମାଟିହଣା ସାହିରେ ଶନିବାର ଏଭଳି ଏକ ଦୁଖଃଦ ଘଟଣା ଘଟିିଛି।

ଖବର ପାଇ ଚମ୍ପୁଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଚମ୍ପୁଆ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୪/୨୦୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପାରିବାରିକ ଅଶାନ୍ତିରୁ ଦମ୍ପତି ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଚମ୍ପୁଆ ଥାନା ଅଧିକାରୀ ଗଗନ ନାୟକ ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ View All

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ମାଲକାନଗିରି ଜିଲାପାଳଙ୍କୁ କରୋନା

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...

ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ

ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...

ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା

ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍‌ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ...

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା
Next Post Next post:
ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts