E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍‌ ଯୋଦ୍ଧା
9:22 pmJune 19, 2021

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍‌ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍‌ ଯୋଦ୍ଧା ଟିକା ନେଇନାହାନ୍ତି। ସେମାନଙ୍କ ମଧ୍ୟରେ ୧,୩୬,୧୭୦ ଜଣ ସ୍ବାସ୍ଥ୍ୟକର୍ମୀ ଥିବାବେଳେ ୬୧,୦୪୭ ଜଣ ସମ୍ମୁଖ ଯୋଦ୍ଧା ଅଛନ୍ତି। ଭୁବନେଶ୍ୱରରେ ସର୍ବାଧିକ ୧୭,୪୦୭ଜଣ କୋଭିଡ୍‌ ଯୋଦ୍ଧା ଟିକା ନେଇ ନ ଥିବା ବେଳେ ସୁନ୍ଦରଗଡ଼ରେ ୧୪,୮୫୬, ଗଞ୍ଜାମରେ ୧୩,୬୧୩, ଭଦ୍ରକ ୧୧,୮୯୨, ଖୋର୍ଦ୍ଧାରେ ୧୧,୮୫୮, ମୟୂରଭଞ୍ଜରେ ୧୦,୫୧୯, କଟକରେ ୧୦,୩୪୭, ବାଲେଶ୍ୱରରେ ୧୦,୩୧୬ଜଣ କୋଭିଡ୍‌ ଯୋଦ୍ଧା ଟିକା ନେଇନାହାନ୍ତି। ତେବେ ଗଞ୍ଜାମରେ ସର୍ବାଧିକ ୧୧,୭୭୪ ଏବଂ ଭୁବନେଶ୍ୱରରେ ୯,୯୩୨ ଜଣ ସ୍ବାସ୍ଥ୍ୟକର୍ମୀ ଟିକା ନେଇନାହାନ୍ତି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି...

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ

ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ...

୭ରୁ କଟକଣାରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ...

ଅଧିକାଂଶ ଜିଲାରେ ଆଜିଠୁ ବର୍ଷା

ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର...

କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...

୪ବର୍ଷର ପ୍ରତିଭା ସାଇସାଗର

ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍‌.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ
Next Post Next post:
ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts