ବୀରଭୂମ୍,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍ସ୍ଥିତ ଟିଏମ୍ସି କାର୍ଯ୍ୟାଳୟ ଆଗରେ ଅନଶନରେ ବସିଥିଲେ। ସେମାନଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ପରେ ଟିଏମ୍ସିରେ ସାମିଲ କରାଯାଇଛି। ସାଇନ୍ଥିଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବନାଗ୍ରାମରେ ଏହି ଘଟଣା ଘଟିଛି। ଭାଜପାରେ ଯୋଗଦେବାରୁ ଆମ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ସେଥିପାଇଁ ଆମେ ଟିଏମ୍ସିକୁ ଫେରିଛୁ ବୋଲି ସେମାନେ କହିଛନ୍ତି।
ଆଗକୁ ବିପଦ କୋଭିଡ୍ ଆବର୍ଜନା
ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା...
ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା...
ଖୁସି ଖବର ଦେଲେ ଚହଲ: ଶେୟାର କଲେ ଫଟୋ
ନୂଆଦିଲ୍ଲୀ,୧୧।୬: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବେ ପରିବାର ସହ ସମୟ ବିତାଉଛନ୍ତି। ସେ ଗୁରୁବାର ପ୍ରଶଂସକଙ୍କ ସହ ଏକ ଖୁସି ଖବର ଶେୟାର କରିଛନ୍ତି।...
ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ
ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ...
ଅପଚୟ କଲେ କମ୍ ମିଳିବ
ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡ଼ିକୁ ସାବାଳକଙ୍କ ପାଇଁ ମାଗଣାରେ ଟିକା ଦିଆଯିବ ବୋଲି ଘୋଷଣା କରିବାର ଦିନକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ...
ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ
ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍ଡାଉନ ଅବଧିକୁ...
ଥରିଲା ରାଜଧାନୀ …
ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା...
ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ
ନୂଆଦିଲ୍ଲୀ, ୩।୬(ଆଇଏଏନ୍ଏସ୍): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ।...


