E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’
10:19 pmJune 19, 2021

ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ବିଶ୍ୱରେ କୋଭିଡ୍‌ ସଂକ୍ରମଣ ପାଇଁ ଚାଇନା ଦାୟୀ। କ୍ଷତିପୂରଣ ବାବଦରେ ବେଜିଂ ୧୦ ଟ୍ରିଲିୟନ ଡଲାର ପୈଠ କରିବାକୁ ଟ୍ରମ୍ପ୍‌ ଏକ ସାକ୍ଷାତ୍‌କାରରେ କହିଛନ୍ତି। ବିଶ୍ୱକୁ ଚାଇନା ଏହାଠାରୁ ଅଧିକ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଫକ୍ସ ନ୍ୟୁଜ୍‌କୁ ଟ୍ରମ୍ପ୍‌ କହିଛନ୍ତି। ମହାମାରୀ ଯୋଗୁ ଅନେକ ଦେଶ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛନ୍ତି। ଭାରତରେ ଜନସ୍ବାସ୍ଥ୍ୟ ସଙ୍କଟ ସବୁଠୁ ଗୁରୁତର ହୋଇଥିବା ଟ୍ରମ୍ପ୍‌ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଜେଲରେ ଜନ୍‌ ମେକେଫି ମୃତ

ମାଡ୍ରିଡ୍‌,୨୫।୬: ଆଣ୍ଟିଭାଇରସ୍‌ ଜଗତର ଜଣାଶୁଣା ନାମ ଜନ୍‌ ମେକେଫିଙ୍କ ମୃତ୍ୟୁ ଘଟିଛି। ବ୍ରିଟେନ ଜନ୍ମିତ ଏହି ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର୍‌ଙ୍କ ଝୁଲନ୍ତା ମୃତଦେହ ସ୍ପେନ୍‌ର ବାର୍ସିଲୋନାସ୍ଥିତ...

ଆୟକର ଫାଙ୍କିଛନ୍ତି ବେଜୋସ୍‌, ମସ୍କ

ଓ୍ବାଶିଂଟନ,୧୦ା୬ : ବିଶ୍ୱର ଆର୍ଥିକ ଢାଞ୍ଚା ଏପରି ହୋଇଯାଇଛି ଯେ, ପ୍ରତିବର୍ଷ ଗରିବ ଓ ଧନୀଙ୍କ ମଧ୍ୟରେ ବ୍ୟବଧାନ ବଢ଼ିବାରେ ଲାଗିଛି। ଏହା ଦୀର୍ଘ ବର୍ଷ...

୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…

କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍‌ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ...

କଫି ୭ ହଜାର, କଦଳୀ ୩ ହଜାର

ପୋଙ୍ଗ୍‌ୟାଙ୍ଗ୍‌, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ...

୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ

ଲଣ୍ଡନ,୨୪।୬: କ୍ରମାଗତ ୧୦ ମାସ ହେଲା ୭୨ ବର୍ଷୀୟ ବ୍ରିଟିଶ ନାଗରିକଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ଆସୁଛି। କ୍ରମାଗତ ସଂକ୍ରମିତ ହେବାରେ ଏହା ରେକର୍ଡ...

ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍‌ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ...

ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…

ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି।...

ଫାଇଜର-ମର୍ଡେନା ଭାକ୍ସିନ୍‌କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …

ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍‌ସି
Next Post Next post:
କୋଭିଶିଲ୍ଡ ଦେବାର ୫ ମିନିଟ୍‌ ପରେ କୋଭାକ୍ସିନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts