ମସ୍କୋ,୧୯।୬: ରୁଷିଆର ସାଇବେରିଆ ଅଧୀନ କେମେରୋଭୋ ଓବ୍ଲାଷ୍ଟଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି। ବିମାନଟି ଦିନର ଚତୁର୍ଥ ଉଡ଼ାଣରେ ବାହାରିଥିଲା। ଏହା ଟାନାଇ ଏୟାରଫିଲ୍ଡରୁ ଉଡ଼ାଣ ଭରିବା ପରେ ଏକ ଜଙ୍ଗଲରେ ଖସିପଡ଼ିଥିଲା। ବିମାନର ଗୋଟିଏ ଇଞ୍ଜିନ୍ କାମ ନ କରିବାରୁ ଦୁର୍ଘଟଣା ଘଟିଲା ବୋଲି କୁହାଯାଉଛି।
Posted inଅନ୍ତର୍ଜାତୀୟ View All
ଇରାନ ନୌସେନା ଜାହାଜ ଜଳିଗଲା
ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍ଫ ଅଫ୍ ଓମାନରେ ବୁଡ଼ିଯାଇଛି। ଏପରି...
ଏଲିଅନ୍ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…
ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍ ପୃଥିବୀ ଉପରେ ଟେଲିସ୍କୋପ୍ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...
ବିପଦ ଆଣିଲା ନୂଆ ଭାରିଆଣ୍ଟ୍, ପୁଣି ଦିଆଯିବ ଭାକ୍ସିନ୍ ଡୋଜ୍…
ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍ ଯୋଗୁ...
୩.୫ ଘଣ୍ଟାରେ ନ୍ୟୁୟର୍କରୁ ଲଣ୍ଡନ
ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ...
ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ
କୋଭିଡ୍ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...
ଭାକ୍ସିନ୍ ମାଗିଲା ଡବ୍ଲ୍ୟୁଏଚ୍ଓ, ଡେଲ୍ଟା ଭାରିଆଣ୍ଟ୍ ନେଇ ଦେଲା ଚେତାବନୀ…
ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ...
ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
ଓ୍ବାଶିଂଟନ୍,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...
ଦୁର୍ଭିକ୍ଷ ଆଁରେ ଇଥିଓପିଆ
ଆଡିସ୍ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ...


