ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ୬୦ ହଜାରରୁ କମ୍ ରହିଛି। ପୂର୍ବରୁ ମାର୍ଚ୍ଚ ୩୦ରେ ସମାନ ସ୍ଥିିତି ଥିଲା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୮ ହଜାର ୪୧୯ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୫୭୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୮୭ ହଜାର ୬୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୭ ଲକ୍ଷ ୨୯ ହଜାର ୨୪୩ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୭ କୋଟି ୬୬ ଲକ୍ଷ ୯୩ ହଜାର ୫୭୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୯ କୋଟି ୧୦ ଲକ୍ଷ ୧୯ ହଜାର ୮୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
୫ ଏମ୍ପିଙ୍କୁ ଦଳରୁ ବିଦା କଲେ ଚିରାଗ
ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍ପିଙ୍କୁ...
ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…
ରାଜଗଡ଼,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ରାଜଗଡ଼ ଜିଲାରେ ପାଦୁକ ପାଣି ପିଇଲେ କରୋନା ଭଲ...
ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ
ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ...
ଅଭିନେତ୍ରୀ ପାୟଲ ଗିରଫ
ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...
ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...
ଅପରେଶନ୍ ଏଲ୍ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି
ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ...
ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…
ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ...
ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି
ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର...


