E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…
10:49 amJune 20, 2021

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ୧୮୩ ପୃଷ୍ଠାର ସତ୍ୟପାଠ ଦାଖଲ କରାଯାଇଛି। ଯଦି ଏପରି କରାଯିବ ତେବେ ଷ୍ଟେଟ୍‌ ଡିଜାଷ୍ଟର ରିଲିଫ୍‌ ଫଣ୍ଡ୍‌ (ଏସ୍‌ଡିଆର୍‌ଏଫ୍‌)ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଯିବ ବୋଲି କେନ୍ଦ୍ର ସରକାର ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ଏହି ଫଣ୍ଡ୍‌ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଗଲେ ବନ୍ୟା, ବାତ୍ୟା ସହିତ ଅନ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲାରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ଥିବା ସରକାର କହିଛନ୍ତି। ଅନୂକମ୍ପା ମୂଳକ ସହାୟତା ନେଇ ସୁପ୍ରିମ୍‌କୋର୍ଟରେ ନ୍ୟାଶନାଲ୍‌ ଡିଜାଷ୍ଟର ମ୍ୟାନେଜମେଣ୍ଟ୍‌ ଆକ୍ଟ ଏବଂ ୨୦୧୫ରେ ନ୍ୟାଶନାଲ୍‌ ଡିଜାଷ୍ଟର ମ୍ୟାନେଜମେଣ୍ଟ୍‌ ଅଥରିଟିଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ସମ୍ପର୍କରେ ଉଲ୍ଲେଖ କରାଯାଇଥିଲା। ତେବେ ମାର୍ଗଦର୍ଶିକାରେ ଦର୍ଶାଯାଇଥିଲା ୪ ଳକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଭୂକମ୍ପ, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ କ୍ଷେତ୍ରରେ ଲାଗୁ ହେବ ବୋଲି ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ପକ୍ଷରୁ କୁହାଯାଇଛି।

୨୦୧୯-୨୦ରେ ରାଜ୍ୟ ସରକାର ଏସ୍‌ଡିଆର୍‌ଏଫ୍‌ ମାଧ୍ୟମରେ ୩୫ ପ୍ରତିଶତ ଫଣ୍ଡ୍‌ ବ୍ୟବହାର କରିବାର ପ୍ରାବଧାନ ଥିଲା ତେବେ ୨୦୨୦-୨୧ରେ ଏହି ଖର୍ଚ୍ଚ ସୀମାକୁ ୫୦ ପ୍ରତିଶତକୁ ବୃଦ୍ଧି କରାଯାଇଛି। ୨୨.୧୨ ଲକ୍ଷ ସ୍ବାସ୍ଥ୍ୟକର୍ମୀଙ୍କ ଲାଗି ୫୦ ଲକ୍ଷ ଟଙ୍କାର ବୀମା ସୁରକ୍ଷା ପ୍ରଦାନ କରାଯାଇଛି। ଏଥିପାଇଁ ୪୪୨.୪ କୋଟି ଟଙ୍କା ବୀମା କମ୍ପାନୀଙ୍କୁ ପ୍ରଦାନ କରାଯାଇଛି।

ସେହିପରି ୨୦୧୯-୨୦ରେ କାରୋନା ମୁକାବିଲା ଲାଗି ରାଜ୍ୟ ସରକାର ତଥା କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକ ପାଇଁ ୧,୧୧୩.୨୧ କୋଟି ଟଙ୍କାର ଅତିରିକ୍ତ ସହାୟତା ଜାରି ହୋଇଛି। ଏହା ସହିତ ଏମରଜେନ୍ସି ରିସୋର୍ସ ଏବଂ ହେଲଥ୍‌ ସିଷ୍ଟମ୍‌ ପ୍ରିପେୟର୍ଡନେସ୍‌ ପାଇଁ ୮,୨୫୭.୮୯ କୋଟି ଟଙ୍କା ପ୍ରଦାନ କରାଯାଇଥିବା କେନ୍ଦ୍ର ସରକାର ସତ୍ୟାପାଠରେ ଦର୍ଶାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…

ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି।...

ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ

ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍‌ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...

ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ

ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର...

ଘର ବାହୁଡ଼ା ପରେ ହଟିଲା ଜେଡ୍‌ ସିକ୍ୟୁରିଟି

କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର...

କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଏମିତି ଟୁଇଟ୍‌ କଲେ ଗମ୍ଭୀର

ନୂଆଦିଲ୍ଲୀ, ୩।୬: ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ଫାଉଣ୍ଡେଶନ ବେଆଇନ ଭାବେ କୋଭିଡ୍‌-୧୯ ଔଷଧ କିଣିଥିଲା। ଆଉ ତାହାକୁ ବିନା ଅନୁମତିରେ ବାଣ୍ଟି ଥିଲେ ବୋଲି...

ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା

ଲକ୍ଷ୍ନୌ, ୩।୬: ଲୋକସଂଖ୍ୟା ଓ ଆକାର ଦୃଷ୍ଟିରୁ ଦେଶର ସବୁଠୁ ବଡ଼ ରାଜ୍ୟରେ ଟିକାକରଣ ପାଲଟିଛି ଏକ ବଡ଼ ଚ୍ୟାଲେଞ୍ଜ। ରାଜ୍ୟର ଗ୍ରାମାଞ୍ଚଳରେ ଲୋକଙ୍କୁ ଟିକାକରଣ...

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ...

ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା

ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଶ୍ୱ ପିତୃ ଦିବସ
Next Post Next post:
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts