E-Paper
  • logo
  • Sunday 26th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋପା ଆମେରିକା: ଉରୁଗୁଏକୁ ହରାଇଲା ଆର୍ଜେଣ୍ଟିନା
8:10 amJune 20, 2021

ସାଇ ପାଓଲୋ, ୨୦।୬(ଏ.ପି.)- କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଆର୍ଜେଣ୍ଟିନା ୧-୦ ଗୋଲରେ ଉରୁଗୁଏକୁ ପରାସ୍ତ କରିଛି। ଫଳରେ ଲିଓନେଲ ମେସିଙ୍କ ଦଳ ଗ୍ରୁପ୍‌ ‘ଏ’ରେ ଚିଲି ସମକକ୍ଷ ୪ ପଏଣ୍ଟ ପାଇଛି। ତେବେ ଚିଲି ପ୍ରଥମ ଏବଂ ଆର୍ଜେଣ୍ଟିନା ଦ୍ୱିତୀୟ ସ୍ଥାନରେ ରହିଛି। ମ୍ୟାଚର ୧୩ତମ ମିନିଟରେ ମେସିଙ୍କ କ୍ରସ୍‌ ପାସ୍‌କୁ ହେଡ୍‌ ଜରିଆରେ ଗୋଲରେ ପରିଣତ କରିଥିଲେ ମିଡ୍‌ଫିଲ୍ଡର ଗୁଇଡୋ ରୋଡ୍ରିଗ୍ବେଜ। ଶେଷରେ ଏହା ନିର୍ଣ୍ଣାୟକ ହୋଇଥିଲା। ଆର୍ଜେଣ୍ଟିନା ପୂର୍ବରୁ ଚିଲି ବିପକ୍ଷ ମ୍ୟାଚକୁ ୧-୧ ଗୋଲରେ ଡ୍ର ରଖିଥିଲା। ମେସିଙ୍କ ଦଳ ଏହାର ପରବର୍ତ୍ତୀ ଲିଗ୍‌ ମ୍ୟାଚରେ ପାରାଗୁଏକୁ ଭେଟିବ। ନକ୍‌ଆଉଟର ପ୍ରାରମ୍ଭିକ ପର୍ଯ୍ୟାୟରେ ବ୍ରାଜିଲ ବିପକ୍ଷ ମୁକାବିଲାକୁ ଏଡ଼ାଇବାକୁ ହେଲେ ଆଗାମୀ ମ୍ୟାଚରେ ଆର୍ଜେଣ୍ଟିନାକୁ ବିଜୟ ହାସଲ କରିବାକୁ ପଡ଼ିବ।

ବ୍ରେରେଟନଙ୍କ ଗୋଲରେ ଚିଲି ବିଜୟୀ
ଇଂଲିଶ୍‌ମ୍ୟାନ ବେନ୍‌ ବ୍ରେରେଟନଙ୍କ ଗୋଲ ବଳରେ ଚିଲି କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବୋଲିଭିଆକୁ ପରାସ୍ତ କରିଛି। ଇଂଲଣ୍ଡର ଷ୍ଟୋକ୍‌ରେ ଜନ୍ମିତ ୨୨ ବର୍ଷୀୟ ବ୍ରେରେଟନ ମ୍ୟାଚର ୧୦ମ ମିନିଟରେ ଏହି ଗୋଲଟି ଦେଇଥିଲେ।ଏଡୁଆର୍ଡୋ ଭର୍ଗାସଙ୍କ ପାସ୍‌କୁ ସେ ଗୋଲରେ ପରିଣତ କରିଥିଲେ। ବ୍ରେରେଟନଙ୍କ ମା’ ଜଣେ ଚିଲି ଅଧିବାସୀ। ଶୁକ୍ରବାର କୋପା ଆମେରିକାର ପରିଚାଳନା ସଂସ୍ଥା କନ୍‌ମେବୋଲ ପକ୍ଷରୁ ବୋଲିଭିଆର ଟପ୍‌ ସ୍କୋରର ମାର୍ସେଲୋ ମାର୍ଟିନ୍ସଙ୍କୁ ସସ୍‌ପେଣ୍ଡ କରାଯାଇଥିଲା। କୋପା ଆମେରିକା ଆୟୋଜକଙ୍କୁ ସମାଲୋଚନା କରିବାରୁ ତାଙ୍କୁ ଦଣ୍ଡ ସ୍ବରୂପ ସସ୍‌ପେଣ୍ଡ କରାଯିବା ସହ ୨୦,୦୦୦ ଆମେରିକୀୟ ଡଲାର ଜରିମାନା କରାଯାଇଥିଲା। ଚିଲି ଏହାର ପରବର୍ତ୍ତୀ ମ୍ୟାଚରେ ଉରୁଗୁଏକୁ ଭେଟିବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ବ୍ୟାଟିଂ କୋଚ୍‌ ପଦବୀ ଛାଡ଼ିଲେ ୟୁନିସ ଖାଁ

କରାଚୀ, ୨୩ା୬(ପି.ଟି.)-ପୂର୍ବତନ ଅଧିନାୟକ ୟୁନିସ ଖାଁ ମଙ୍ଗଳବାର ପାକିସ୍ତାନ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ପଦବୀରୁ ଆକସ୍ମିକ ଓହରିଯାଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିର କାରଣ ଯଦିଓ...

ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ

ଦୋହା,୮।୬: ଭାରତୀୟ ଫୁଟ୍‌ବଲ ଷ୍ଟାର ସୁନୀଲ ଛେତ୍ରୀ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତଥା ଆର୍ଜେଣ୍ଟିନାର ସୁପରଷ୍ଟାର ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି। ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ...

୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ

ମୁମ୍ବାଇ,୩।୬: ଭାରତୀୟ ପୁରୁଷ କ୍ରିକେଟ ଦଳ ୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ଗୁରୁବାର ବାହାରିଛି। ଉଭୟ ମହିିଳା ଏବଂ ପୁରୁଷ ଦଳ ଏକ ଗସ୍ତରେ ଯାଇଛନ୍ତି।...

ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୩।୬: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁସି) ଫାଇନାଲ। ୧୪୪ ବର୍ଷ ପରେ ବିଶ୍ୱକୁ ମିଳିବାକୁ ଯାଉଛି ପ୍ରଥମ ଟେଷ୍ଟ ଚାମ୍ପିୟନ।...

କୋପା ଆମେରିକା: ଆୟୋଜନ ନେଇ ବ୍ରାଜିଲ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆଜି

ସାଓ ପାଓଲୋ,୧୦।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆୟୋଜନ ନେଇ ବିବାଦ ଦେଖାଦେଇଥିବା ବେଳେ ବ୍ରାଜିଲ ସୁପ୍ରିମକୋର୍ଟ ଏ ସଂକ୍ରାନ୍ତରେ ଗୁରୁବାର ଅନ୍ତିମ ନିଷ୍ପତ୍ତି ନେବେ।...

ଅଶ୍ୱିନ୍‌ ଆଉଟ୍‌ ହେବାପରେ ଏମିତି କହିଦେଲେ ସ୍ତ୍ରୀ

ସାଉଥାମ୍ପଟନ୍‌,୨୩।୬:ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ସାଉଥାମ୍ପଟନ୍‌ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। କିନ୍ତୁ ସାଉଥାମ୍ପଟନରେ ବର୍ଷା ଲାଗି ରହିଥିବାରୁ ମ୍ୟାଚ୍‌ରେ...

ଭୋ’ ଭୋ’ ହୋଇ କାନ୍ଦିଲେ ସୁଶୀଲ କୁମାର

ନୂଆଦିଲ୍ଲୀ,୪।୬: ଅଲିମ୍ପିଆନ ସୁଶୀଲ କୁମାର ଜେଲ୍‌ରେ ଅତ୍ୟନ୍ତ ଭାବପ୍ରବଣ ହୋଇଯାଇଛନ୍ତି। ଦୁଇ ଦିନ ହେବ ମାଣ୍ଡୋଲି ଜେଲକୁ ଆସିଥିବା ସୁଶୀଲଙ୍କୁ ଜେଲ ପ୍ରଶାସନ ତାଙ୍କ ପରିବାର...

ଏହି କ୍ରିକେଟର୍‌ଙ୍କ ହୃଦୟ ଭାଙ୍ଗିଲା: ୨୭ ଶତକ ମାରିବା ସତ୍ତ୍ୱେ ଦଳରରେ ମିଳିଲାନି ସୁଯୋଗ

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ୩ଟି ଏକଦିବସୀୟ ଏବଂ ୩ ଟି -୨୦ ମ୍ୟାଚ ପାଇଁ ଦଳର ଓପନର୍‌ ଶିଖର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭଲ ଖବର ପାଉନାହୁଁ
Next Post Next post:
ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts