E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍‌ଖାଙ୍କ ଶେଷକୃତ୍ୟ ସମ୍ପନ୍ନ
8:44 amJune 20, 2021

ଚଣ୍ଡିଗଡ଼, ୨୦ା୬ (ପି.ଟି.)-କିମ୍ବଦନ୍ତୀ ସ୍ପ୍ରିଣ୍ଟର ମିଲ୍‌ଖା ସିଂଙ୍କର ଏଠାରେ ଶନିବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶରେ ୯୧ବର୍ଷୀୟ ମିଲ୍‌ଖାଙ୍କୁ ଅନ୍ତିମ ବିଦାୟ ଦିଆଯାଇଥିଲା। ଏହି ଅବସରରେ ମିଲ୍‌ଖାଙ୍କ ପରିବାର ସଦସ୍ୟ ବ୍ୟତୀତ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ। ‘ଦି ଫ୍ଲାଇଂ ଶିଖ୍‌’ ଭାବେ ପରିଚିତ ମିଲ୍‌ଖା କୋଭିଡ୍‌ଜନିତ ଜଟିଳତା ପାଇଁ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ରାତିରେ ତାଙ୍କର ଦେହାନ୍ତ ଘଟିଥିଲା। ତାଙ୍କ ପୁଅ ଜିଭ୍‌ ମିଲ୍‌ଖା ସିଂ ମୁଖାଗ୍ନି ଦେଇଥିଲେ। ପୋଲିସ ପକ୍ଷରୁ ବନ୍ଧୁକ ସଲାମି ଦିଆଯାଇଥିଲା। ଅନ୍ତ୍ୟେଷ୍ଟିକ୍ରିୟା ସମୟରେ ଉପସ୍ଥିତ ରହିଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ପଞ୍ଜାବ ରାଜ୍ୟପାଳ ଓ ଚଣ୍ଡିଗଡ଼ ପ୍ରଶାସନର ଭି.ପି. ସିଂ ବାଡ୍‌ନୋର, ପଞ୍ଜାବ ଅର୍ଥମନ୍ତ୍ରୀ ମନପ୍ରୀତ ସିଂ ବାଦଲ, ହରିୟାଣା କ୍ରୀଡ଼ାମନ୍ତ୍ରୀ ସନ୍ଦୀପ ସିଂ ଅନ୍ୟତମ। ପିଜିଆଇଏମ୍‌ଇଆର୍‌ ହସ୍ପିଟାଲର ନିର୍ଦ୍ଦେଶକ ପ୍ରଫେସର ଜଗତ୍‌ ରାମ ମଧ୍ୟ ଉପସ୍ଥିତ ଥିଲେ, ଯେଉଁଠାରେ ମିଲ୍‌ଖା ଚିକିତ୍ସିତ ହେଉଥିଲେ। କିମ୍ବଦନ୍ତୀ ଆଥ୍‌ଲେଟଙ୍କୁ ସମ୍ମାନ ଜଣାଇ ପଞ୍ଜାବ ସରକାର ରାଜ୍ୟରେ ଶୋକ ଘୋଷଣା କରିବା ସହ ଗୋଟିଏ ଦିନ ଛୁଟି ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ମିଲ୍‌ଖାଙ୍କ ସ୍ତ୍ରୀ ତଥା ପୂର୍ବତନ ଜାତୀୟ ମହିଳା ଭଲିବଲ୍‌ ଅଧିନାୟିକା ନିର୍ମଳା କୌରଙ୍କର ମଧ୍ୟ କୋଭିଡ୍‌ଜନିତ ସମସ୍ୟା ଯୋଗୁ ଗତ ରବିବାର ମୃତ୍ୟୁ ଘଟିଛି। ଗଲ୍‌ଫ ଖେଳାଳି ଜିଭ୍‌ଙ୍କ ବ୍ୟତୀତ ମିଲ୍‌ଖାଙ୍କ ୩ ଝିଅ ରହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୨୮ ବଲ୍‌ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ...

‘ଦି ହଣ୍ଡ୍ରେଡ୍‌’ରେ ଖେଳିବେ ୫ ଭାରତୀୟ

ଲଣ୍ଡନ, ୧୦।୬- ୟୁକେରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଛି ‘ଦି ହଣ୍ଡ୍ରେଡ’ମହିଳା କ୍ରିକେଟ ଟୁର୍ନାମେଣ୍ଟ। ଏଥିରେ ୫ ଭାରତୀୟ ମହିଳା ଖେଳାଳି ଅଂଶଗ୍ରହଣ...

ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍‌ ଖେଳାଳି ଝାଙ୍ଗ୍‌ ଝିଝେନ୍‌

ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍‌ ଝିଝେନ୍‌ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ...

ଆଇସିୟୁରେ ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଗଡ,୫।୬(ପି.ଟି.): କିମ୍ବଦନ୍ତୀ ଭାରତୀୟ ଆଥଲେଟ୍‌ ମିଲ୍‌ଖା ସିଂ କୋଭିଡ୍‌-୧୯ ଲଢେଇ ଜାରି ରଖିଛନ୍ତି। ସ୍ଥାନୀୟ ପିଜିଆଇଏମ୍‌ଇଆର ହସ୍ପିଟାଲର ଇଣ୍ଟେନସିଭ କେୟାର ୟୁନିଟ୍‌ (ଆଇସିୟୁ)ରେ ତାଙ୍କୁ ଭର୍ତ୍ତି...

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ...

ଦ୍ୱିତୀୟ ସିଡ୍‌ଙ୍କୁ ହରାଇଲେ ବୋପାନ୍ନା-ଶରନ

ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍‌ ଲୁକାଜ...

ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’

ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ...

ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ

ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍‌ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍‌, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍‌ ବିଜେତା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…
Next Post Next post:
ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts