E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ମାତ୍ର ୨୮ ଘଣ୍ଟାରେ ତିଆରି ହେଲା ୧୦ ମହଲା କୋଠା
11:42 amJune 20, 2021

ଯେତେବେଳେ ବଡ଼ ବିଲ୍ଡିଂର କଥା ଆସେ ତେବେ ଘର କେମିତି ହେବା ଦରକାର କେତେ ସମୟ ଲାଗିବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ। ମାତ୍ର ଚାଇନାର ଏକ କମ୍ପାନୀ ୧୦ ମହଲା ବିଶିଷ୍ଟ ଏକ ବଡ଼ କୋଠା ତିଆରି ପାଇଁ ଖୁବ୍‌ କମ୍‌ ସମୟ ନେଇଥିଲା। ଉକ୍ତ କମ୍ପାନୀ ଏତେ ବଡ଼ ବିଲ୍ଡିଂ କେବଳ ୨୮ ଘଣ୍ଟା ୪୫ ମିନିଟ୍‌ରେ ଶେଷ କରିଥିଲା।

ଚାଇନାର ଚାଙ୍ଗ୍‌ସାରେ ବ୍ରାଣ୍ଡ୍‌ ଗ୍ରୁପ୍‌ ଦ୍ୱାରା ଏହି ୧୦ ମହଲା ଘର ତିଆରି କରାଯାଇଛି। ଏହି ବିଲ୍ଡିଂରେ ଅନେକ ଆବାସ ଗୃହ ନିର୍ମାଣ ହୋଇଛି। ଏତେ କମ୍‌ ସମୟ ମଧ୍ୟରେ ବିରାଟ ବଡ଼ ବିଲ୍ଡିଂ ଠିଆ ହେବା ଛୋଟିଆ କଥା ନୁହେଁ। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଏହା ଦେଖିଲେ ମନରେ ଏକ ପ୍ରଶ୍ନ ଉଠେ ଏହି ନିର୍ମାଣ ପଛରେ ରହସ୍ୟ କ’ଣ ରହିଛି। ଏତେ କମ୍‌ ସମୟ ମଧ୍ୟରେ ନିର୍ମାଣ କରିବା ପାଇଁ ଏକ ପୂର୍ବ ନିର୍ମିତ ନିର୍ମାଣ ବ୍ୟବସ୍ଥା ବ୍ୟବହୃତ ହୋଇଛି। ଏହା ଭିତରେ ଅନେକ ଛୋଟବଡ଼ ଘର ତିଆରି ହୋଇଛି।

ପୂର୍ବ ନିର୍ମିତ ୟୁନିଟ୍‌ଗୁଡ଼ିକରୁ କଣ୍ଟେନରକୁ ନିର୍ମାଣସ୍ଥଳୀକୁ ଅଣାଯାଇଥିଲା। ଏହି କଣ୍ଟେନର ପରସ୍ପର ଉପରେ ବୋଲ୍ଟ ସାହାଯ୍ୟରେ ସଂଲଗ୍ନ କରାଯାଇଥିଲା। ଏହିପରି ଭାବରେ ବିଲ୍ଡିଂଟି ନିର୍ମାଣ ହୋଇଥିଲା। ପରେ ବିଦ୍ୟୁତ୍‌ ଏବଂ ଜଳ ସଂଯୋଗ କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ...

ପ୍ରେମ କରି ଚର୍ଚ୍ଚାରେ ବିଶ୍ୱର ଏହିସବୁ ଲୋକପ୍ରିୟ ନେତା

ନିକଟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ୱେଷ୍ଟମିଂଷ୍ଟର କ୍ୟାଥେଡ୍ରଲରେ ତାଙ୍କ ଗର୍ଲଫ୍ରେଣ୍ଡ କ୍ୟାରି ସାଇମଣ୍ଡସଙ୍କୁ ଗୁପ୍ତରେ ବିବାହ କରିଥିଲେ। ୫୬ ବର୍ଷ ବୟସରେ ବୋରିସ ତୃତୀୟ...

ଆଜି ଓ୍ବାଲର୍‌ଡ ମ୍ୟୁଜିକ୍‌ ଡେ’: ସଙ୍ଗୀତ ବିହୀନ ସୃଷ୍ଟି ନିରର୍ଥକ

ପ୍ରତି ବର୍ଷ ଜୁନ୍‌ ୨୧ରେ ସାରା ବିଶ୍ୱରେ ପାଳନ କରାଯାଏ ‘ଓ୍ବାଲର୍‌ଡ ମ୍ୟୁଜିକ୍‌ ଡେ’। ସଙ୍ଗୀତ ଭଳି ଉପହାର ଭେଟି ଦେଉଥିବାରୁ ସଙ୍ଗୀତଜ୍ଞ, ଗାୟକଙ୍କ ସମ୍ମାନରେ...

ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି

ନାଶିକ,୧୧।୬ : କୋଭିଡ୍‌ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର...

ମୋଦିଙ୍କୁ କୁକିଙ୍କ ନିବେଦନ: ସାର୍‌ ବିଦାୟ ସମ୍ବର୍ଦ୍ଧନା ତ କରି ଦିଅନ୍ତୁ, +୨ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାକୁ ଇଚ୍ଛା ଥିଲା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକ ପରେ ସିବିଏସ୍‌ଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରଦ୍ଦ କରାଯିବା ନେଇ ଘୋଷଣା କରାଯାଇଥିଲା। କୋଭିଡର...

ସମୁଦ୍ରରେ ବିଲୀନ ହେବ ଏହି ଦ୍ୱୀପ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀର ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହି କାରଣରୁ ସାରା ବିଶ୍ୱରେ ପ୍ରବଳ ବର୍ଷା, ବନ୍ୟା, ବାତ୍ୟା, ଘୂର୍ଣ୍ଣିବଳୟ ଭଳି...

୮୩ ବର୍ଷରେ ଫିଟ୍‌ ଅଛନ୍ତି ଏହି ମହିଳା: ଶାଢି ପିନ୍ଧି କଲେ ଏମିତି କାମ

ଆଜିକାଲି ସୋସିଆଲ ମିଡିଆରେ ଜଣେ ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମହିଳା ଜଣଙ୍କ ହେଉଛନ୍ତି ୮୩ ବର୍ଷିୟା ଭାରୋତ୍ତୋଳନକାରୀ କିରଣ ବାଇ। କିରଣ...

ବିଶାଳ ସମୁଦ୍ର ଉପରେ ଗାଁ: ୧୩୦୦ ବର୍ଷରୁ ସେଭଳି ଅଛି; ଉତ୍ପତି ଇତିହାସ କିଛି…

ନୂଆଦିଲ୍ଲୀ: ଦୁନିଆରେ ବହୁତ ଅଦ୍ଭୁତ ଜିନିଷ ଅଛି, କିନ୍ତୁ ଆପଣ ସମୁଦ୍ର ଉପରେ ଥିବା ଗାଁ ବିଷୟରେ ଶୁଣିଛନ୍ତି? ହୁଏତ ନା। ଚାଇନାରେ ଏଭଳି ଏକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍‌ ବାତିଲ
Next Post Next post:
ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts