E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …
12:34 pmJune 20, 2021

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩ ପୃଷ୍ଠାର ସତ୍ୟପାଠରେ ଉଲ୍ଲେଖ କରାଯାଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ତାଲିକାରେ ହସ୍ପିଟାଲରେ ଘଟିଥିବା ଲୋକଙ୍କୁ ସାମିଲ କରାଯାଇଛି। ତେବେ ଘରେ ଅବା ହସ୍ପିଟାଲ କ୍ୟାମ୍ପସ୍‌, ପାର୍କିଂ ସ୍ଥାନରେ ଘଟିଥିବା ମୃତକଙ୍କୁ ତାଲିକାରେ ସାମିଲ୍‌ କରାଯାଇ ନାହିଁ। ବିଭିନ୍ନ ରାଜ୍ୟରେ ସରକାରୀ ଭାବେ ଘୋଷଣା କରାଯାଇଥିବା ମୃତକଙ୍କ ସଂଖ୍ୟା ଏବଂ ବେସରକାରୀ ହିସାବ ମଧ୍ୟରେ ତାଳମେଳ ରହୁ ନ ଥିବା ଅଭିଯୋଗ ହୋଇଛି। ସରକାରଙ୍କ ମୃତକ ତାଲିକାଠାରୁ ପ୍ରକୃତ ମୃତକଙ୍କ ସଂଖ୍ୟା ଢେର୍‌ ଅଧିକ ବୋଲି ଅଭିଯୋଗ ହୋଇଛି। ମଧ୍ୟପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ନାଟକ, ଦିଲ୍ଲୀ ଆଦିରେ ଘଟିଥିବା କରୋନା ମୃତକଙ୍କ ସଂଖ୍ୟା ଯଥେଷ୍ଟ ଅଧିକ ଥିବାବେଳେ ସରକାରୀ ରିପୋର୍ଟରେ ଏହା କମ୍‌ ପ୍ରକାଶ ପାଇଥିବା ଅଭିଯୋଗ ଜାରି ରହିଛି। ଏସବୁ ରାଜ୍ୟରେ ଚିହ୍ନଟ ହୋଇ ନ ଥିବା ୪ ଲକ୍ଷ ୮୦ ହଜାରରୁ ଅଧିକ କରୋନା ମୃତକ ରହିଛନ୍ତି। ଶନିବାର ବିହାରରେ ଗତ ୫ ମାସ ମଧ୍ୟରେ ୭୫ ହଜାର ଲୋକଙ୍କ ମୃତ୍ୟୁ ଘଟିଥିବା ବେସରକାରୀ ଭାବେ ପ୍ରକାଶ ପାଇଥିବାବେଳେ ଏହା ସରକାରୀ ରିପୋର୍ଟଠାରୁ ୧୦ ଗୁଣା ଅଧିକ ବୋଲି କୁହାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ

ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍‌-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି।...

ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…

ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦...

ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...

କୋଭିଶିଲ୍ଡ ଟିକା ବ୍ୟବଧାନ ହ୍ରାସ: ଜାଣନ୍ତୁ କାହାକୁ ଦିଆଯିବ ପ୍ରାଥମିକତା

ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ପୁଣି ଥରେ ହ୍ରାସ କରିଛି। ଏହା...

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...

ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା
Next Post Next post:
ବାପାଙ୍କୁ ଚିଠି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts