ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ପଞ୍ଜାବୀ ବାଗ୍ ଅଞ୍ଚଳରେ ହଠାତ୍ ଭୂକମ୍ପ ହେବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଭୂକମ୍ପର ରାଜଧାନୀଠାରୁ ୮ କିଲୋମିଟର ଦୂର ଉତ୍ତର-ପଶ୍ଚିମ ଅଞ୍ଚଳରେ ଥିବାବେଳେ ଏହାର କେନ୍ଦ୍ର ଭୂଗର୍ଭର ୭ କିଲୋମିଟର ତଳେ ଥିବାର ଅନୁମାନ କରାଯାଇଛି।
କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା
ନୂଆଦିଲ୍ଲୀ, ୨୩।୬: କରୋନା ସଂକ୍ରମଣର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବା ନେଇ ଚିନ୍ତା ପ୍ରକଟ କରାଯାଉଛି। ହେଲେ ମିଳିମିଳା ଟିକା ଏଥିରୁ ସୁରକ୍ଷା...
କଳା କାର୍ବନ ହିମାଳୟ ପାଇଁ ବଡ଼ ବିପଦ, ଜାଣନ୍ତୁ କାହିଁକି
ଉତ୍ତରାଖଣ୍ଡ,୧୧ା୬: ହିମାଳୟ ପ୍ରତି କଳା କାର୍ବନ ବଡ଼ ବିପଦ ସୃଷ୍ଟି କରିବ। କାରଣ କଳା କାର୍ବନ ଯୋଗୁ ଗ୍ଲେସିୟର ଦ୍ରୁତ ଗତିରେ ତରଳିବାର ଭୟ ରହିଛି।...
ଛାତ୍ରଙ୍କ ସହ ଫେରାର୍ ହେଲେ ଟ୍ୟୁସନ୍ ଦିଦି
ପାନିପତ୍,୧।୬: ହରିୟାଣାର ପାନିପତ୍ରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଏକାଦଶ ଶ୍ରେଣୀରେ ପଢୁଥିବା ଜଣେ ୧୭ ବର୍ଷର ଛାତ୍ରଙ୍କ ସହ ଫେରାର ହୋଇଯାଇଛନ୍ତି ଟ୍ୟୁସନ୍...
କ୍ଷମା ମାଗିଲେ ହରଭଜନ
ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି...
ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ
ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ...
ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ
କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ...
ଟିକା ବଦଳରେ ଦିଆଯାଇଛି ଲୁଣ ପାଣି
ମୁମ୍ବାଇ, ୨୫।୬: ମହାରାଷ୍ଟ୍ରର ମୁମ୍ବାଇ ମହାନଗରୀରେ ପ୍ରାୟ ୨,୦୦୦ ଲୋକଙ୍କୁ କୋଭିଡ୍-୧୯ର ନକଲି ଟିକା ଦିଆଯାଇଛି। ସେହିପରି ପଶ୍ଚିମବଙ୍ଗର କୋଲକାତାରେ ମଧ୍ୟ ୫୦୦ ଲୋକ ଏଭଳି...
ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…
ବିକାନେର୍,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ...


