E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ସମ୍ବଲପୁର

କେନ୍ଦୁପତ୍ର ବାନ୍ଧି ଶୋଇଥିଲେ: ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
1:11 pmJune 20, 2021

ରେଢ଼ାଖୋଲ,୨୦।୬(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର ବନ୍ଧାଳିଙ୍କ ମୃତ୍ୟୁ ଘଟିଛି। ଏହା ସହ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ମୃତ ଶ୍ରମିକ ହେଲେ ବିମ୍ବାଧର ନାଏକ ଓ ଗୁରୁତର ଦ୍ବୟ ହେଲେ ବିନାୟକ ଦେହୁରୀ ଓ ପବିତ୍ର ଦେହୁରୀ। ଏହି ଶ୍ରମିକ ମାନଙ୍କ ଘର ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅନ୍ତର୍ଗତ ବାଦିବାହାଳ ଗ୍ରାମରେ। ମୃତଦେହ ରେଢାଖୋଲ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଗୁରୁତରଦ୍ବୟଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛ। ଶ୍ରମିକମାନେ କେନ୍ଦୁପତ୍ର ଫଡିରେ କେନ୍ଦୁପତ୍ର ବାନ୍ଧି ସାରି ଶୋଇଥିବା ବେଳେ ବିଳମ୍ବିତ ରତିରେ ଦନ୍ତା ଆସି ଆକ୍ରମଣ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ସମ୍ବଲପୁର View All

କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ

ବୁଗୁଡ଼ା, ୫।୬(ଡି.ଏନ୍‌.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା...

ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍‌ ମାଡ଼ ଧମକ

ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ...

ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ଛତ୍ରପୁର,୧୧।୬(ଡି.ଏନ୍‌.ଏ.): କେନ୍ଦ୍ରସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି। ଏହିପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି...

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୧।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ...

ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...

ଟିକାକରଣ କେନ୍ଦ୍ରରେ ସେଲ୍‌ଫି ବୁଥ୍‌

ଛତ୍ରପୁର,୮।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବର୍ଷାରେ ଭ୍ରମଣ ଚେରାପୁଞ୍ଜି
Next Post Next post:
କୁନି କୁକୁରର ବଡ଼ କମାଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts