E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କରୋନା ଭାଇରସ୍‌, ବରଗଡ଼

କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର
3:04 pmJune 20, 2021

ସୋହେଲା,୨୦ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି। ସେ ଜଣେ କର୍ତ୍ତବ୍ୟନିଷ୍ଠ,ସରଳ,ନିଷ୍କପଟ ବ୍ୟକ୍ତିତ୍ୱ ଥିଲେ। ଡାକ୍ତରୀ ପାସ୍‌ ପରେ ସେ ସୋହେଲାସ୍ଥିତ ପଦ୍ମପୁରରୋଡ୍‌ରେ ଏକ କ୍ଲିନିକ୍‌ କରି ରୋଗୀଙ୍କ ସେବା କରୁଥିଲେ ା ଏହି କରୋନା କାଳରେ ଅଞ୍ଚଳର ଶହ ଶହ ରୋଗୀଙ୍କ ଚିକିତ୍ସା କରି ସେ ରୋଗୀଙ୍କ ଜୀବନ ରକ୍ଷା କରିଥିଲେ। ଶେଷରେ ନିଜେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ପ୍ରଥମେ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବରଗଡ଼ ବିକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ନିଧନ ହୋଇଥିଲା। ତାଙ୍କ ମରଶରୀରକୁ ଭଟଲିରୋଡ୍‌ରେ ଥିବା କୋଭିଡ ଶ୍ମଶାନକୁ ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା ା ସ୍ତ୍ରୀ ମଞ୍ଜୁ ଓ ପୁଅ ତାପସ ଏକପ୍ରକାର ଭାଙ୍ଗିପଡ଼ିଛନ୍ତି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ା


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କରୋନା ଭାଇରସ୍‌, ବରଗଡ଼ View All

ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…

ବିକାନେର୍‌,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...

ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…

ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ...

କୋଭିଶିଲ୍ଡ ଡୋଜ୍‌ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ...

ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍‌ପିସିବି ପକ୍ଷରୁ ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର କଳିଙ୍ଗନଗର...

ନଦୀଭିତ୍ତିକ ବନ୍ଦର ସ୍ବପ୍ନ

କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍‌-ପ୍ରାଇଭେଟ୍‌-ପାର୍ଟନରଶିପ୍‌ (ପିପିପି) ମୋଡ୍‌ରେ...

ଭାକ୍ସିନ୍‌ ନେଲେ ହ୍ରାସ ପାଉଛି ପ୍ରଜନନ କ୍ଷମତା, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କଲା ଖଣ୍ଡନ…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଦାୟ ତପୁ ମିଶ୍ର
Next Post Next post:
ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts