E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ
1:51 pmJune 20, 2021

ଛତ୍ରପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର ଅଞ୍ଚଳର ଏନ୍‌.ଭେଙ୍କଟ ରମଣ(୫୦)ଙ୍କୁ ପିଟିପିଟି ଜୀବନରେ ମାରିଦେଇଥିଲେ । ଏହାସହ ରାମେୟାପଲ୍ଲୀ ଗ୍ରାମର ପି.ଭୀମରାଜୁ ରେଡ୍ଡୀ ଏବଂ ବ୍ରହ୍ମପୁରର ପି.ଧବଳେଶ୍ୱର ରେଡ୍ଡୀ ମଧ୍ୟ ଉକ୍ତ ସଂଘବଦ୍ଧ ଆକ୍ରମଣରେ ଗୁରୁତର ହୋଇଥିଲେ ।
ଏନେଇ ଆହତ ଭୀମରାଜୁ ଚମାଖଣ୍ଡି ଥାନାରେ ଏତଲା ଦେଇଥିଲେ ଏହାକୁ ନେଇ ପୋଲିସ ଏକ ୧୨୦/୨୧ମାମଲା ରୁଜୁ କରିଛନ୍ତି । ଏହି ମାମଲାରେ ୧୩ ଜଣଙ୍କୁ ଗିରଫ କରାଯାଇଥିବା ରବିବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ କହିଛନ୍ତି। ଆଉ କେତେକଙ୍କୁ ଅଟକ ରଖି ପଚରା ଉଚରା କରାଯାଉଥିବା କୁହାଯାଇଛି। ଅପରପକ୍ଷରେ ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ ହୋଇଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୬।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି...

ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ...

ଗ୍ରାମରାସ୍ତାକୁ କେନ୍ଦ୍ର କରି ଘର ପୋଡ଼ିଦେଲେ

ବାଲେଶ୍ୱର ଅଫିସ,୬ା୬ ବାଲେଶ୍ୱର ଜିଲାର ବାଲିଆପାଳ ଥାନା ଶ୍ରୀରାମପୁର ପଞ୍ଚାୟତର ଗୋକୁଳାନନ୍ଦପୁର ଗ୍ରାମ ରାସ୍ତାକୁ କେନ୍ଦ୍ର କରି ସଂଘବଦ୍ଧ ଭାବେ ବଂଶୀଧର ଜେନାଙ୍କ ଦୁଇବଖରା ପୋଡ଼ି...

ମାଳ ବିହାରିପୁର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ...

ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ

ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍‌ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮...

ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...

ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..
Next Post Next post:
ସୋମବାରଠାରୁ ବାର୍‌-ପାର୍କ ଖୋଲା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts