E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ
3:42 pmJune 20, 2021

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଟେଲି ଧାରାବାହିକ ପାଣ୍ଡ୍ୟା ଷ୍ଟୋର ଅଭିନେତା ଅକ୍ଷୟ ଖରୋଦିୟା। ପ୍ରେମିକା ତଥା ପେସାରେ ଡାକ୍ତର ଥିବା ଦିବ୍ୟା ପୁନେଥାଙ୍କ ହାତ ଧରିଛନ୍ତି ସେ। ଶନିବାର ରାତିରେ ପ୍ରିୟଜନଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି।

ମହାମାରୀ କରୋନା କାରଣରୁ ଅକ୍ଷୟ ଦୀର୍ଘଦିନରୁ ବିବାହ ଟାଳି ଆସୁଥିଲେ। ହେଲେ ପରିବାରଲୋକଙ୍କ ଗହଣରେ ବିବାହ କରିବାକୁ ଶେଷରେ ନିଷ୍ପତ୍ତି ନେଇଥିଲେ।

ବିବାହ ପରେ ପ୍ରତିକ୍ରିୟା ରଖି ଅଭିନେତା କହିଛନ୍ତି, ବିବାହ ବେଶ ସୁନ୍ଦର ଥିଲା। ମୋ ପରିବାର ସହ ଦିବ୍ୟାଙ୍କ ପରିବାର ସାମିଲ ଥିଲେ। ମାତ୍ର ୧୦ଜଣ ଲୋକ ଥିଲେ। ମୋ ପଟରୁ ପାଞ୍ଚ ଜଣ ଏବଂ ମୋ ପ୍ରେମିକାଙ୍କ ପଟରୁ ପାଞ୍ଚ ଜଣ ଲୋକ ଥିଲେ। ବେଶ ବ୍ୟକ୍ତିଗତ ଉତ୍ସବରେ ପାରମ୍ପରିକ ଭାବେ ଉଭୟ ଉଭୟଙ୍କୁ ଜୀବନସାଥୀ ରୂପେ ବାଛିଚୁ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଭାବୁକ ହେଲେ ଫର୍‌ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’

ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍‌’। ମହାନ ଧାବକ ପଦ୍ମଶ୍ରୀ ମିଲ୍‌ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା...

ଅଭିନୟକୁ ବାଏ ବାଏ କହିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: କଥାରେ ଅଛି ମା’ ହେବା ପରେ ନାରୀଟିଏ ପୂର୍ଣ୍ଣତା ପାଏ। ନିଜର ସନ୍ତାନକୁ ଠିକ୍‌ ଭାବେ ଲାଳନପାଳନ କରିବା ପାଇଁ ମା’ଟିଏ ସବୁ ତ୍ୟାଗ...

ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର...

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର...

୫-ଜି ବିରୋଧରେ ଜୁହି

ଟେଲିକମ୍ୟୁନିକେଶନ ଇଣ୍ଡଷ୍ଟ୍ରିଗୁଡ଼ିକ ୫-ଜି ଟେକ୍ନୋଲୋଜି ଆଣିବା ଦୌଡ଼ରେ ସାମିଲ ହୋଇଥିବାବେଳେ ଭାରତରେ ଏହି ନେଟ୍‌ଓ୍ବର୍କ ବ୍ୟବସ୍ଥା ବିରୋଧରେ ବାହାରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ତଥା ପରିବେଶ କର୍ମୀ...

ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି

ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍‌ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା...

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...

ବଲିଉଡ୍‌ ସେଲିବ୍ରିଟିଙ୍କ ଡାକନାମ ଜାଣିଲେ ହସି ହସି ଗଡିବେ

ବଲିଉଡରେ ଅନେକ ତାରକା ଅଛନ୍ତି ଯେଉଁମାନେ ଫିଲ୍ମରେ ଅଭିନୟ କରିବା ପୂର୍ବରୁ ସେମାନଙ୍କ ନାମ ପରିବର୍ତ୍ତନ କରିଥିଲେ। ଅନେକ ସେଲିବ୍ରିଟିଙ୍କ ଡାକ ନାଁ ଜାଣିଲେ ତାଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ
Next Post Next post:
ପିତାଙ୍କୁ ମନେ ପକାଇଲେ ମାଧୁରୀ, ସୋସିଆଲ ମିଡିଆରେ ଲେଖିଲେ ଏମିତି କିଛି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts