E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ପିତାଙ୍କୁ ମନେ ପକାଇଲେ ମାଧୁରୀ, ସୋସିଆଲ ମିଡିଆରେ ଲେଖିଲେ ଏମିତି କିଛି…
3:53 pmJune 20, 2021

ମୁମ୍ବାଇ: ଜୁନ୍‌ ୨୦ ଅର୍ଥାତ୍‌ ରବିବାର ସମଗ୍ର ଦେଶରେ ପିତୃ ଦିବସ ପାଳନ କରାଯାଉଛି। ପିଲାମାନେ ଏହି ଦିନଟିକୁ ନିଜ ପିତାଙ୍କ ସହିତ ଏକ ବିଶେଷ ଢଙ୍ଗରେ ପାଳନ କରନ୍ତି ଏବଂ ମନେ ପକାଇଥାନ୍ତି। ଏଥିରୁ ମଧ୍ୟ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ କଳାକାର। ଅନେକ ବଲିଉଡ୍‌ ଷ୍ଟାର୍‌ ଆଜିର ଏହି ପବିତ୍ର ଦିବସରେ ନିଜ ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏହା ସହିତ ସୋସିଆଲ ମିଡିଆରେ ତାଙ୍କ ପାଇଁ ଏକ ସ୍ବତନ୍ତ୍ର ପୋଷ୍ଟ ମଧ୍ୟ ଶେୟାର କରିଛନ୍ତି।

ଭେଟେରାନ ଅଭିନେତ୍ରୀ ତଥା ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ତାଙ୍କ ଅଫିସିଆଲ ଟୁଇଟର ଆକାଉଣ୍ଟରେ ପିତା ଏବଂ ପରିବାରଙ୍କ ସହ ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକ ସହିତ ସେ ତାଙ୍କ ପିତା ଏବଂ ଶ୍ୱଶୁରଙ୍କୁ ମନେ ପକାଇଛନ୍ତି।

ସେ କ୍ୟାପଶନ ଲେଖିଛନ୍ତି, ସମସ୍ତ ପିତା ଏବଂ ମୋ ଜୀବନର ତିନୋଟି ବିଶେଷ ବ୍ୟକ୍ତିଙ୍କୁ ପିତୃ ଦିବସର ଅନେକ ଅନେକ ଶୁଭେଚ୍ଛା। ଆଜି ସେହି ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଯେତେବେଳେ ମୁଁ ବାପାଙ୍କୁ ମନେ ପକାଉଛି। ସବୁଠୁ ସ୍ନେହୀ ଶ୍ୱଶୁର ପାଇଥିବାରୁ ମୁଁ ନିଜକୁ ଖୁସି ଅନୁଭବ କରୁଛି।

ସେହିପରି ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମରେ ପିତା ତଥା ଅଭିନେତା ଶତ୍ରୁଘ୍ନ ସିହ୍ନାଙ୍କ ସହ ତାଙ୍କର ବିଶେଷ ଫଟୋ ଶେୟାର କରିଛନ୍ତି। ସୋନାକ୍ଷୀ ଏହି ଫଟୋରେ କ୍ୟାପଶନ ଲେଖିଛନ୍ତି, ‘ହଁ ମୁଁ ବାପାଙ୍କ ପରୀ’।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮...

ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ

ବଲିଉଡ୍‌ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର...

ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି।...

ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା

ଟିଭିରୁ ବଲିଉଡରେ ପ୍ରବେଶ କରିଥିବା ଜଣାଶୁଣା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରୁ ବିରତି ନେଇଥିଲେ। କିନ୍ତୁ ତାଙ୍କ ପୂର୍ବତନ ପ୍ରେମିକ...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…

ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍‌ ‘ଏକ ହଜାରୋଁ ମେ ମେରି ବେହନା ହୈ’ର...

ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…

ମୁମ୍ବାଇ,୫।୬: ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।...

ପାକିସ୍ତାନୀ ଗାୟକ ଫର୍‌ହାଦ୍‌ଙ୍କ ପରଲୋକ

ଇସ୍‌ଲାମାବାଦ: ପାକିସ୍ତାନୀ ଗାୟକ ଫର୍‌ହାଦ୍‌ ହୁମାୟନ୍‌ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍‌ ଅସ୍‌ଲାମ, ଅଭିନେତା ଅଲି ଜାଫର୍‌, ଅର୍ଜୁନ ମାଥୁରଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ
Next Post Next post:
ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts