E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସମାନ୍ଥାଙ୍କୁ ଭେଟିବା ପୂର୍ବରୁ ଅନ୍ୟଜଣଙ୍କୁ ପ୍ରେମ କରୁଥିଲେ ଚେତନ୍ୟ; ଏମିତି ଆଗକୁ ବଢ଼ିଥିଲା କଥା
4:40 pmJune 20, 2021

ବମ୍ବେ: ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଛନ୍ତି ଅନେକ କଳାକାର। ସେଥିରୁ କିଛି ପ୍ରେମ ସଫଳ ମଧ୍ୟ ହୋଇଛି। ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସମାନ୍ଥା ଅକ୍କିନେନୀ ଏବଂ ନାଗା ଚୈତନ୍ୟଙ୍କ ଲଭ୍‌ଷ୍ଟୋରୀ ଠିକ୍‌ ସେଭଳି।

ନାଗା ଚୈତନ୍ୟ ସାଉଥ୍‌ ସୁପରଷ୍ଟାର ନାଗାର୍ଜୁନଙ୍କ ପୁଅ। ବାପାଙ୍କ ଭଳି ସେ ମଧ୍ୟ ଅଭିନୟ କ୍ଷେତ୍ରରେ ଲୋକଙ୍କ ହୃଦୟ ଜିତିବାରେ ସଫଳ ହୋଇଛନ୍ତି। ସେହିଭଳି ସମାନ୍ଥାଙ୍କୁ ସାଉଥ୍‌ ଫିଲ୍ମଜଗତର ଦୀପିକା ପାଦ୍ୟୁକୋନ ବୋଲି କୁହାଯାଏ।

‘ୟେ ମୈୟା ଚେସବେ’ ଚଳଚ୍ଚିତ୍ରର ସେଟ୍‌ରେ ସମାନ୍ଥାଙ୍କୁ ଭେଟିଥିଲେ ନାଗା ଚେତନ୍ୟ। ଏହି ଫିଲ୍ମରୁ ଉଭୟ ବେଶ ଲୋକପ୍ରିୟ ହୋଇଥିଲେ। ହେଲେ ସେତେବେଳେ ଉଭୟଙ୍କ ଜୀବନରେ ଅନ୍ୟ କେହି ଥିଲେ। ହେଲେ କିଛି ସମୟ ପରେ ସେମାନଙ୍କର ବ୍ରେକ୍‌ଅପ୍‌ ହୋଇଯାଇଥିଲା। ୨୦୧୪ରେ ପୁନର୍ବାର ‘ସୂର୍ଯ୍ୟା’ ସେଟ୍‌ରେ ଉଭୟ ପରସ୍ପରକୁ ଭେଟିଥିଲେ। ଧିରେ ଧିରେ ଉଭୟଙ୍କ ମନରେ ପ୍ରେମର ଘଣ୍ଟି ବାଜିଥିଲା।

ସୋସିଆଲ ମିଡିଆ କୁଇନ୍‌ ହୋଇଥିବାରୁ ସମାନ୍ଥା ଉଭୟଙ୍କ ଫଟୋ ଶେୟାର କରୁଥିଲେ। ଏଣୁ ଉଭୟଙ୍କ ମଧ୍ୟରେ କିଛି ଚାଲିଥିବା ନେଇ ପ୍ରଶଂସକ ସନ୍ଦେହ କରିଥିଲେ। ୨୦୧୬ରେ ଏକ ରୋମାଣ୍ଟିକ୍‌ ଟ୍ରିପ୍‌ରେ ଚେତନ୍ୟଙ୍କୁ ସମାନ୍ଥା ପ୍ରପୋଜ କରିଥିଲେ। ଏଥିରେ ହଁ ଭରିଥିଲେ ଅଭିନେତା। ପରେ ହିନ୍ଦୁ ଏବଂ କୈଥାଲିକ ରୀତିନୀତି ଅନୁଯାୟୀ ଉଭୟ ବିବାହ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…

ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍‌ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ...

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...

ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ

ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା...

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା...

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...

ଏହି ସର୍ତ୍ତରେ ଜୟା-ଅମିତାଭଙ୍କ ବିବାହ ପାଇଁ ରାଜି ହୋଇଥିଲେ ପିତା

ଆଜି ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ୪୮ ତମ ବିବାହ ବାର୍ଷିକୀ। ଏହି ଅବସରରେ ଅମିତାଭ ଏକ ପୁରୁଣା ଫଟୋ ଶେୟାର...

ପ୍ରଥମେ ନା, ପରେ ହଁ

କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୭ ବଲ୍‌ରେ ବିସ୍ଫୋରକ ୪୨ ରନ୍‌ କଲେ ଏହି ବ୍ୟାଟ୍ସମ୍ୟାନ୍‌: ରଚିଲେ ଇତିହାସ
Next Post Next post:
୮୩ ବର୍ଷରେ ଫିଟ୍‌ ଅଛନ୍ତି ଏହି ମହିଳା: ଶାଢି ପିନ୍ଧି କଲେ ଏମିତି କାମ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts