E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଉଚ୍ଚ କୋଠାରୁ ଓହ୍ଲାଇବାକୁ ମାଙ୍କଡ଼ କରୁଛି ଏମିତି
9:48 amJune 21, 2021

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଉଚ୍ଚ କୋଠାରୁ ଏକ ମାଙ୍କଡ଼କୁ ଓହ୍ଲାଉଥିବା ଦେଖିବାକୁ ମିଳୁଛି। ପରେ ଆଉ ଏକ ମାଙ୍କଡ଼ ମଧ୍ୟ ତାକୁ ଦେଖି ତଳକୁ ଓହ୍ଲାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

Life is so simple,
We only make it complicated. pic.twitter.com/VKD6If0j1B

— Susanta Nanda IFS (@susantananda3) June 20, 2021


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଘର ବାହାରେ ତାଲା ଝୁଲୁଥିଲା ବୋଲି ଚିମିନି ବାଟଦେଇ ପଶୁଥିଲେ ଯୁବତୀ; ପାଇପ୍‌ରେ ଏମିତି ଫସିଲେ ଯେ…

ନୂଆଦିଲ୍ଲୀ: ଅନେକ ଥର ଲୋକମାନେ ନିଜ ଘର କିମ୍ବା କାର୍‌ର ଚାବି ଏଣେତେଣେ ରଖି ଭୁଲିଯିବା ଯୋଗୁ ସେମାନଙ୍କୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏଭଳି ପରିସ୍ଥିତିରେ...

ଆଜି ସାବିତ୍ରୀ ବ୍ରତ: ଜାଣନ୍ତୁ ଏହିଦିନ କାହିଁକି ପୂଜା କରାଯାଏ ବାଉଁଶ ଗଛ

ନାରଦ ପୁରାଣରେ ସାବିତ୍ରୀ ବ୍ରତ ବିଷୟରେ ବର୍ଣ୍ଣନା କରାଯାଇଛି। ଏହା ଜ୍ୟେଷ୍ଠ ମାସ ଅମାବାସ୍ୟା ତିଥିରେ ପଡ଼ିଥାଏ। ଆଜି ଅର୍ଥାତ୍‌ ଗୁରୁବାରରେ ପଡ଼ିଛି ଏହି ବ୍ରତ।...

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ବାଘ, ସିଂହର କରୋନା ମୃତ୍ୟୁ

ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍‌ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ...

ବିବାଦରେ ଭାଇରସ୍‌

ସାରା ବିଶ୍ବରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ର ଜନ୍ମ ଯେପରି ରହସ୍ୟମୟ, ସେତିକି ବିସ୍ମୟକର । ପୁଣି ତାକୁ ନେଇ ଏବେ ଅସଂଖ୍ୟ ପ୍ରଶ୍ନବାଚୀ…...

ବରଣମାଳା ପାଇଁ ଷ୍ଟେଜ୍‌ରେ ଅପେକ୍ଷା କରିଥିଲେ ବର; ପ୍ରେମିକଙ୍କ ସହ ଫେରାର ହୋଇଗଲେ କନ୍ୟା; ଆଉ ତା’ ପରେ…

ଚିତ୍ରକୂଟ: ଆପଣ ସିନେମାରେ କନ୍ୟା ହଠାତ୍‌ ବିବାହ ମଣ୍ଡପରୁ ପ୍ରେମିକଙ୍କ ସହ ଫେରାର ହେବା ଦୃଶ୍ୟ ଦେଖିଥିବେ ନିଶ୍ଚୟ। ହେଲେ ବାସ୍ତବରେ ମଧ୍ୟ ଏଭଳି ଏକ...

ତିନି ଗୋଡ଼ିଆ ମଣିଷ ଫ୍ରାନ୍ସେସ୍କୋ: ଥିଲା ୪ ପାଦ ଓ ଦୁଇଟି ଗୁପ୍ତାଙ୍ଗ

ବେଳେବେଳେ ଆମେ ଏମିତି କିଛି ଅଜବ ଦେଖୁ ଯାହାକୁ ସହଜରେ ବିଶ୍ୱାସ କରିହୁଏନା। ସେମିତି କିଛି ଅଜବ ଦେଖିବାକୁ ମିଳିଥିଲା ଇଟାଲିରେ। ଏଠାକାର ଜଣେ ବ୍ୟକ୍ତି...

୨.୭ କୋଟିର ମୋନାଲିସା ପେଣ୍ଟିଂ

ଲିଓନାର୍ଡୋ ଡା ଭିନ୍‌ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍‌ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍‌ ଦେଖିବାକୁ ମିଳିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା
Next Post Next post:
କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts