E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଲା ନ୍ୟୁଜିଲାଣ୍ଡ
5:44 pmJune 20, 2021

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଦ୍ୱିତୀୟ ଦିନ ସୁଦ୍ଧା ସୁବିଧାଜନକ ସ୍ଥିତିରେ ଥିବା ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟକୁ ଠେଲି ଦେଇଛି ନ୍ୟୁଜିଲାଣ୍ଡ। ତୃତୀୟ ଦିନର ପ୍ରଥମ ସେସନରେ ୪ ଉଇକେଟ ନେଇ ମ୍ୟାଚ୍‌କୁ ଫେରିଛି ନ୍ୟୁଜିଲାଣ୍ଡ। ତୃତୀୟ ଦିନର ଲଞ୍ଚ ସୁଦ୍ଧା ଟିମ୍‌ ଇଣ୍ଡିଆ ୭ ଉଇକେଟ ହରାଇ ୨୧୧ ରନ୍‌ କରିଛି।

ପୂର୍ବ ଦିନର ସ୍କୋର ୧୪୬/୩ରୁ ବ୍ୟାଟିଂ ଆରମ୍ଭ କରିଥିବା ଟିମ୍‌ ଇଣ୍ଡିଆକୁ ଅଧିନାୟକ ବିରାଟ କୋହଲି (୪୪)ଙ୍କ ରୂପେ ବଡ଼ ଝଟ୍‌କା ଲାଗିଥିଲା। ତାଙ୍କୁ ଆଉଟ୍‌ କରି ଭାରତୀୟ ଦଳ ଉପରେ ଚାପ ପକାଇଥିଲା ନ୍ୟୁଜିଲାଣ୍ଡ। ଯାହା ଫଳରେ ଫେଲ୍‌ ମାରିଥିଲେ ରିଷଭ ପନ୍ତ (୪)। କ୍ରିଜରେ ଜମି ସାରିଥିବା ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ (୪୯)ଙ୍କୁ ଚତୁରତାର ସହ ଶର୍ଟ ପିଚ୍‌ ବଲରେ ଶିକାର କରିଥିଲେ ନେଲ ଓ୍ବାଗନର। ତା’ପରେ ଆଟାକିଂ ବ୍ୟାଟିଂ କରୁଥିବା ରବିଚନ୍ଦ୍ରନ ଅଶ୍ୱିନ (୨୨) ମଧ୍ୟ ପ୍ୟାଭିଲିଅନ ଫେରିଛନ୍ତି। ଏବେ ରବୀନ୍ଦ୍ର ଜାଡେଜା (୧୫) ଓ ଇଶାନ୍ତ ଶର୍ମା (୨) କ୍ରିଜରେ ଅଛନ୍ତି। ନ୍ୟୁଜିଲାଣ୍ଡ ପାଇଁ କାଇଲ ଜାମିଶନ ୩ ଉଇକେଟ ନେଇଥିବାବେଳେ ଓ୍ବାଗନର ୨ଟି ଉଇକେଟ ହାତେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ବ୍ୟାଟିଂରେ ବି ଜଲଓ୍ବା ଦେଖାଉଛନ୍ତି ବିଶ୍ୱର ଏହି ଶ୍ରେଷ୍ଠ ବୋଲର୍‌: ବଡ ବଡ ବ୍ୟାଟ୍ସମ୍ୟାନ୍‌ଙ୍କୁ ଦେଉଛନ୍ତି ଚ୍ୟାଲେଞ୍ଜ୍‌

ସାଉଥାମ୍ପଟନ୍‌,୨୩।୬: ନ୍ୟୁଜିଲାଣ୍ଡ ଦଳର ଏବେକାର ସବୁଠାରୁ ସଫଳ ବୋଲର ଟିମ ସାଉଥ। ତାଙ୍କର ସ୍ବିଙ୍ଗ ବୋଲିଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ର ଫାଇନାଲରେ...

ନିଜ ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ: ଅଲିମ୍ପିକ୍ସ ଯୋଗ୍ୟତାରୁ ଅଳ୍ପକେ ବଞ୍ଚିତ

ଭୁବନେଶ୍ୱର(ସ୍ପୋଟର୍‌ସ ବ୍ୟୁରୋ)୨୨।୬: ଭାରତ ଦ୍ରୁତତମ ମହିଳା ତଥା ତାରକା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଆଉ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ପଟିଆଲାରେ ଚାଲିଥିବା ଭାରତୀୟ...

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି...

ମିଲ୍‌ଖାଙ୍କ ନାମରେ ଚେୟାର

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍‌ସ ୟୁନିଭର୍ସିଟିରେ ମିଲ୍‌ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା...

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...

ଦିୟା-ସ୍ବସ୍ତିକା ରନର୍ସଅପ୍‌

ନୂଆଦିଲ୍ଲୀ, ୧ା୬ (ପି.ଟି.)- ଟ୍ୟୁନିସିଆର ଟୁନିସ୍‌ଠାରେ ଚାଲିଥିବା ଡବ୍ଲ୍ୟୁଟିଟି ୟୁଥ୍‌ ଷ୍ଟାର କଣ୍ଟେଣ୍ଡର ଟେବୁଲ ଟେନିସ ଟୁର୍ନାମେଣ୍ଟରେ ଭାରତର ଯୁବ ଟେବୁଲ ଟେନିସ ଖେଳାଳି ଦିୟା...

ଫାଇନାଲରେ ବୋଲିଂ କରିବେ କି କୋହଲି

ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା
Next Post Next post:
ଦିଲ୍ଲୀ ମେଟ୍ରୋରେ ଯାତ୍ରା କଲା ମାଙ୍କଡ଼

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts