E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

କରୋନାର ତୃତୀୟ ଲହରରେ କେମିତି ରହିବେ ସୁରକ୍ଷିତ: ଏମ୍ସ ପ୍ରଫେସର୍‌ ଦେଲେ ଟିପ୍ସ
7:00 amJune 21, 2021

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରର ଗତି ବହୁତ ମନ୍ଥର ହୋଇଛି। ଗତ ଏକ ସପ୍ତାହ ହେବ ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷରୁ କମ ଆସୁଛି। ଏହି କ୍ରମରେ, ଅନେକ ରାଜ୍ୟରେ ଲାଗୁ କରାଯାଇଥିବା କଟକଣା ଉଠାଯିବା ମଧ୍ୟ ଆରମ୍ଭ ହୋଇଛ। ଏବେ ସମ୍ଭାବ୍ୟ ତୃତୀୟ ଲହରର ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ତୃତୀୟ ଲହର ଆସିବ, ଏହା କେତେ ଗମ୍ଭୀର ହେବ ଏବଂ କିଏ ଏଥିପ୍ରତି କିପରି ଯତ୍ନବାନ ହେବା ଆବଶ୍ୟକ, ଏହିପରି ପ୍ରଶ୍ନ ସବୁ ଲୋକଙ୍କ ମନରେ ଚାଲିଛି।
କେତେକ ରିପୋର୍ଟ ଦାବି କରୁଛି ଯେ କରୋନାର ତୃତୀୟ ଲହର ପିଲାମାନଙ୍କୁ ଅଧିକ ପ୍ରଭାବିତ କରିପାରେ, ଯଦିଓ ୍‌ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏଆଇଏମଏସଏସ) ଏଭଳି ଭୟକୁ ଅସ୍ବୀକାର କରିଛି। ରହିବାର ଦିଲ୍ଲୀ ଏମ୍ସର ମେଡିସିନ ବିଭାଗର ସହକାରୀ ପ୍ରଫେସର ନୀରଜ ନିଶ୍ଚଲ କରୋନାର ତୃତୀୟ ଲହରର ସମ୍ଭାବ୍ୟ କାରଣ ଏବଂ ଏହାକୁ ରୋକିବା ପାଇଁ ପଦକ୍ଷେପ ବିଷୟରେ ସୂଚନା ଦେଇଛନ୍ତି। ନୀରଜ କହିଛନ୍ତି ଯେ, କରୋନାର ସମ୍ଭାବ୍ୟ ତୃତୀୟ ଲହର ମୁଖ୍ୟତଃ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାରଣ ଉପରେ ନିର୍ଭର କରିବ – ପ୍ରଥମ ଭୂତାଣୁ ଏବଂ ଦ୍ୱିତୀୟ ମାନବ ସମ୍ବନ୍ଧୀୟ। ଭୂତାଣୁରୁ ଉତ୍ପନ୍ନ ମ୍ୟୁଟେସନ ଏବଂ ତତଃସହିତ ଜଟିଳତା ଆମ ହାତରେ ନାହିଁ, କିନ୍ତୁ ଆମେ ଆମର ଉଦ୍ୟମ ସହିତ ମାନବ ସମ୍ବନ୍ଧୀୟ କାରଣଗୁଡ଼ିକୁ ଦୂର କରିପାରିବା।

କିପରି ନିଜକୁ ରକ୍ଷା କରିବେ
ନୀରଜ କହିଛନ୍ତି ଯେ, କରୋନାର ତୃତୀୟ ଲହରରୁ ସୁରକ୍ଷିତ ରହିବାକୁ ହେଲେ ସମସ୍ତ ଲୋକଙ୍କୁ କୋଭିଡ ପ୍ରତିରୋଧ ନିୟମକୁ କଡାକଡି ପାଳନ କରିବାକୁ ପଡିବ। ଏଥିରେ ଅବହେଳା ଗୁରୁତର ପରିଣାମ ଦେଇପାରେ। ଭଲ ଏବଂ କଡ଼ା ମାସ୍କ ପିନ୍ଧିବା, ହାତର ସ୍ବଚ୍ଛତା ବଜାୟ ରଖିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ସବୁବେଳେ ଜରୁରୀ। ନିୟମିତ ଭାବରେ ଏହି ପଦକ୍ଷେପଗୁଡିକ ବ୍ୟବହାର କରି, ସଂକ୍ରମଣରୁ ସୁରକ୍ଷିତ ରହିପାରିବେ।

ଟିକାକରଣର ପ୍ରଭାବ ରହିବ
ଡା. ନୀରଜ କହିଛନ୍ତି ଯେ, କରୋନା ଟିକା ସଂକ୍ରମଣରୁ ରକ୍ଷା କରିବାରେ ସାହାଯ୍ୟ କରିବ। ଯେଉଁମାନଙ୍କୁ ଟିକାକରଣ କରାଯାଇଛି ସେମାନେ ଯଦି ସଂକ୍ରମିତ ହେବେ ତେବେ ସେମାନେ ସେତେଟା ଗୁରୁତର ହେବାର ଆଶଙ୍କା ନାହିଁ। ଟିକାକରଣ କରୋନା ସଂକ୍ରମଣରୁ ରକ୍ଷାକାରୀ ଭାବରେ କାର୍ଯ୍ୟ କରିବ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଝିଅ ଜନ୍ମ ହେବାରୁ ବାପା ନେଲେ ଏମିତି ନିଷ୍ପତ୍ତି; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୭।୬: ମଧ୍ୟପ୍ରଦେଶର ଛତ୍ରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪୨ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅଙ୍କୁ କୂଅରେ ପକାଇଦେଇଛନ୍ତି।...

୨୦୨୨ରେ ଭୋଟ୍‌ ପ୍ରଚାର କରିବ ରୋବୋ

ନୂଆଦିଲ୍ଲୀ, ୨୧।୬: ଗତ ମାର୍ଚ୍ଚ, ଏପ୍ରିଲରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୋଭିଡ୍‌ ମହାମାରୀ ସମୟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆୟୋଜିତ...

ଥରିଲା ରାଜଧାନୀ …

ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା...

ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍‌ଡାଉନ ଅବଧିକୁ...

ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ

ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...

ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ

ଆଇଜୋଲ୍‌,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ...

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସହାୟ ହେଉନି ଭାଗ୍ୟ
Next Post Next post:
ଏଇ ଭାରତରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts