E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’
7:16 pmJune 20, 2021

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି ଅଭିନେତ୍ରୀ ଅନୁଷ୍କା ଶର୍ମା। ଅନୁଷ୍କା ନିଜ ଇନଷ୍ଟାଗ୍ରାମରେ ୩ଟି ସୁନ୍ଦର ଫଟୋ ଶେୟାର କରି ତାଙ୍କ ପିତା ଏବଂ ସ୍ବାମୀ ବିରାଟ କୋହଲିଙ୍କୁ ପିତୃ ଦିବସର ଶୁଭେଚ୍ଛା ଜଣାଇଥିଲେ। ପ୍ରଥମ ଫଟୋରେ ଅନୁଷ୍କା ତାଙ୍କ ପିତାଙ୍କ ସହ ବସିଛନ୍ତି ଏବଂ ଫଟୋ ପାଇଁ ଉଭୟ ହସୁଛନ୍ତି। ଦ୍ୱିତୀୟ ଫଟୋରେ ଅନୁଷ୍କା ବିରାଟଙ୍କ ସହ ସମୁଦ୍ର କୂଳରେ ଫଟୋ ପୋଜ ଦେଉଥିବାର ନଜର ଆସିଛନ୍ତି। ଏଥି ସହିତ, ଶେଷ ଫଟୋରେ ବିରାଟ ଏବଂ ତାଙ୍କ ପିତା ଖୁସିରେ ଫଟୋ କ୍ଲିକ ପାଇଁ ପୋଜ ଦେଉଛନ୍ତି। ଅନୁଷ୍କା ତାଙ୍କ ପୋଷ୍ଟର କ୍ୟାପସନରେ ଲେଖିଛନ୍ତି- ‘ମୁଁ ଦୁଇ ଜଣ ଆଦର୍ଶ ପୁରୁଷଙ୍କୁ ଭେଟିଛି। ମୁଁ ସେମାନଙ୍କଠାରୁ ବହୁତ ପ୍ରେମ ଏବଂ ଅନୁଗ୍ରହ ମିଳିଛି। ଉଭୟ ଗୋଟିଏ ଝିଅ ପାଇଁ ସର୍ବୋତ୍ତମ ପିତା।
ସାଉଥମ୍ପଟନରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ବିରାଟ ଏବେ ଟିମ ଇଣ୍ଡିଆର ଅଧିନାୟକତ୍ୱ କରୁଛନ୍ତି। ଅନୁଷ୍କା ଏବଂ ଭାମିକା ମଧ୍ୟ ତାଙ୍କ ସହ ଅଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବମ୍ବେର ଟ୍ରକ୍‌ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି

ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ...

‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍‌କା: ପ୍ରଥମେ ଟିଆର୍‌ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର

ବମ୍ବେ: ଲଗାତାର ଭାବେ ଟିଆର୍‌ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍‌ପି...

ଭାବୁକ ହେଲେ ଫର୍‌ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’

ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍‌’। ମହାନ ଧାବକ ପଦ୍ମଶ୍ରୀ ମିଲ୍‌ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା...

ଲକ୍‌ଡାଉନରେ ଡ୍ରାଇଭ୍‌ କରି ଫସିଲେ ଦିଶା-ଟାଇଗର

ମୁମ୍ବାଇ: ବି-ଟାଉନର ଲଭ୍‌ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍‌ଙ୍କୁ ଲକ୍‌ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍‌ରେ ବାହାରିଥିବା...

ଅଭିନୟକୁ ବାଏ ବାଏ କହିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: କଥାରେ ଅଛି ମା’ ହେବା ପରେ ନାରୀଟିଏ ପୂର୍ଣ୍ଣତା ପାଏ। ନିଜର ସନ୍ତାନକୁ ଠିକ୍‌ ଭାବେ ଲାଳନପାଳନ କରିବା ପାଇଁ ମା’ଟିଏ ସବୁ ତ୍ୟାଗ...

ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି...

ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍‌ ମାଗିଲେ ଯୁବକ: ଜବାବରେ ମିଳିଲା

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଲୋକମାନେ ସୋନୁଙ୍କୁ ଟୁଇଟ୍‌ର୍‌ରେ ସହାୟତା ମାଗିଥିଲେ। ଅନେକ ଥର, ସୋନୁଙ୍କ...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୁକୁର କବଳରୁ ଉଦ୍ଧାର ହରିଣ ମୃତ
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୨୦, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts