E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ
7:52 pmJune 20, 2021

ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ ଗ୍ରାହକଙ୍କ ମୃତ୍ୟୁ ହୋଇଛି। ଏହାସହ ଘରମାଲିକ ସେକ୍‌ ଆଲ୍ଲାଉଦ୍ଦିନ ଆହତ ହୋଇଛନ୍ତି। ମୃତକ ହେଲେ ରୂପ୍‌ସା ଅଞ୍ଚଳର ଦୟାନିଧି ସାହୁ(୪୦)।
ଦୟାନିଧି ଜଳେଶ୍ୱର ଷ୍ଟେଶନ ବଜାର ବିଇଓ କାର୍ଯ୍ୟାଳୟ ସମ୍ମୁଖରେ ଏକ ଉଠାଦୋକାନ କରିଥିଲେ ା ଲକ୍‌ଡାଉନ୍‌, ଶଟ୍‌ଡାଉନ୍‌ ଥିବାରୁ ସେ ନିଜ ସାଇକେଲରେ ଗାଁକୁ ଗାଁ ବୁଲି ଛଣା ଜିନିଷ ବିକ୍ରି କରିଆସୁଥିଲେ। ରବିବାର ଦୟାନିଧି ପାଉଁରୁଟି ନେବା ପାଇଁ ଦୋକାନକୁ ଯାଇଥିବା ବେଳେ ଘର ଛାତ ହଠାତ୍‌ ଭୁଶୁଡି ପଡ଼ିଥିଲା। ଫଳରେ ସେ ଗୁରୁତର ହୋଇ ପଡିଥିଲେ ା ପ୍ରଥମେ ତାଙ୍କୁ ଜିକେଭଟ୍ଟର ହସ୍ପିଟାଲ ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ବ୍ୟବଚ୍ଛେଦ ଲାଗି ରୂପ୍‌ସା ହସ୍ପିଟାଲ ପଠାଯାଇଛି। ଦୟାନିଧିଙ୍କ ମୃତ୍ୟୁରେ ସ୍ତ୍ରୀ ଓ ୨ ଝିଅ ଅସହାୟ ହୋଇପଡିଛନ୍ତି। ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା...

ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍‌ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍‌ଡାଉନ,...

ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌

ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ...

ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ...

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି...

୧୭ ଜିଲାରେ ଆରମ୍ଭ ହେବ ଡିଏଲ୍‌ ଟେଷ୍ଟ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍‌ଡାଉନ୍‌ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍‌ଟିଓ ପକ୍ଷରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ
Next Post Next post:
ବାପାଙ୍କ ମୃତ୍ୟୁ ପରେ କାହିଁକି ଖେଳ ଛାଡ଼ି ଦେଇଥିଲେ ନମ୍ବର ଓ୍ବାନ୍‌ ଫାଇଟର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts