E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ
10:44 pmJune 20, 2021

ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏହି ହତ୍ୟାକାଣ୍ଡ ବେଳେ ଘରେ ସେମାନଙ୍କ ଦୁଇ ଛୁଆ ମଧ୍ୟ ଥିଲେ।

ମୃତ ବ୍ୟକ୍ତିଙ୍କ ନାମ ସଚିନ। ପାରିବାରିକ କଳହ ତାଙ୍କ ମୃତ୍ୟୁ ପଛର ମୁଖ୍ୟ କାରଣ। ଦମ୍ପତ୍ତିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ସ୍ତ୍ରୀ ଉତ୍ତ୍ୟକ୍ତ ହୋଇ ସଚିନ(ସ୍ବାମୀ)ଙ୍କ ଛାତିରେ ଛୁରି ଭୁଷି ହତ୍ୟା କରିଥିଲେ। ମୃତକଙ୍କ ଭାଇ ମାମଲା ରୁଜୁ କରିବା ପରେ ତଦନ୍ତ ଚାଲିଥିବା ଗୁରୁଗ୍ରାମ ପୋଲିସ ଏସ୍‌ପି ପ୍ରୀତପାଲ ସିଂ କହିଛନ୍ତି। ତେବେ ମା’ଙ୍କ ହାତରୁ ଛୁରି ଛଡ଼ାଇବାକୁ ଉଦ୍ୟମ କରୁଥିବାବେଳେ ବାପାଙ୍କ ଛାତିରେ ଛୁରି ପଶି ଯାଇଥିବା ୧୧ ବର୍ଷୀୟା ଝିଅ ବୟାନ ଦେଇଛନ୍ତି। ହେଲେ ହତ୍ୟା ପରେ ଛୁଆଙ୍କୁ ମିଛ କହିବା ପାଇଁ ଅଭିଯୁକ୍ତା ଡରାଇଥିବା ମୃତକଙ୍କ ଭାଇ ଓ ଭଉଣୀ ଅଭିଯୋଗ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ

ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ

ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି...

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...

ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ...

ଦିଲ୍ଲୀରେ ଖୋଲିବ ମଲ୍‌, ମାର୍କେଟ

ନୂଆଦିଲ୍ଲୀ, ୧୩।୬: ଦିଲ୍ଳୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସରକାର ଅନ୍‌ଲକ ପ୍ରକ୍ରିୟାକୁ ଆହୁରି କୋହଳ କରିଛନ୍ତି। ସୋମବାରଠାରୁ ମଲ୍‌ ଓ ମାର୍କେଟଗୁଡ଼ିକ ପ୍ରତିଦିନ ଖୋଲିବାକୁ...

ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…

ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର...

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମଦ ପାଇଁ ଏଏସ୍‌ଆଇ ସସ୍‌ପେଣ୍ଡ
Next Post Next post:
ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts