ବ୍ରାସିଲିଆ,୨୦।୬: ବ୍ରାଜିଲ୍ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା ୫,୦୦,୮୦୦ରେ ପହଞ୍ଚତ୍ଛି। କୋଭିଡ୍ ମୃତ୍ୟୁସଂଖ୍ୟା ୫ ଲକ୍ଷ ଟପିବାରେ ଆମେରିକା ପରେ ବ୍ରାଜିଲ ଦ୍ୱିତୀୟ ରାଷ୍ଟ୍ର। ସେଠାରେ ଗତ ୨୪ ଘଣ୍ଟାରେ ୮୨,୨୮୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୭୮,୮୩,୭୫୦ରେ ପହଞ୍ଚତ୍ଛି। ସଂକ୍ରମଣରେ ଆମେରିକା, ଭାରତ ପରେ ବ୍ରାଜିଲ୍ ତୃତୀୟ ସ୍ଥାନରେ ରହିଛି।
Posted inଅନ୍ତର୍ଜାତୀୟ View All
କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା
ପ୍ୟାରିସ୍,୮ା୬: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରନଙ୍କୁ ଭିଡ଼ ଭିତରେ ଜଣେ ଚାପୁଡ଼ା ମାଡ଼ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ରାଷ୍ଟ୍ରପତିଙ୍କ...
କାଳ କୋଠରିରେ ବ୍ୟୁଟି କୁଇନ୍
ମେକ୍ସିକୋ ସିଟି,୧୩ା୬: ସରକାରଙ୍କ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ସତ କି? ତୁମେ ଡ୍ରଗ୍ସ କିଙ୍ଗ୍ଙ୍କୁ ଜେଲରୁ ଫେରାର ହେବାରେ ସାହାଯ୍ୟ କରିଥିଲ କି ବୋଲି ଫେଡେରାଲ...
ଭାକ୍ସିନ୍ ମାଗିଲା ଡବ୍ଲ୍ୟୁଏଚ୍ଓ, ଡେଲ୍ଟା ଭାରିଆଣ୍ଟ୍ ନେଇ ଦେଲା ଚେତାବନୀ…
ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ...
୧୫୦ ଛାତ୍ରୀଛାତ୍ରଙ୍କୁ ଅପହରଣ
ଆବୁଜା, ୧ା୬: କେତେଜଣ ବନ୍ଧୁକଧାରୀ ରବିବାର ନାଇଜେରିଆର ନାଇଜର୍ ପ୍ରଦେଶରେ ଥିବା ଏକ ଇସ୍ଲାମିକ୍ ସ୍କୁଲରୁ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇଛନ୍ତି। ଏ...
ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…
ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି।...
ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍…
ଓ୍ବିଣ୍ଡ୍ହୋକ୍,୧୦।୬: ପୃଥିବୀର ବୃହତ୍ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍(ଧୂସର ତିମି)। ଇତିମଧ୍ୟରେ ତିମିଟି...
କରୋନାକୁ ନେଇ ଏହି ଦେଶର ଚିନ୍ତା ନାହିଁ
ଓ୍ବାଶିଂଟନ,୨୩ା୬: ସମଗ୍ର ବିଶ୍ୱରେ କରୋନା ମହାମାରୀ ବହୁ କ୍ଷତି ଘଟାଇଲାଣି। ଇତିମଧ୍ୟରେ ଅନେକ ଦେଶରେ ନାନା ସମସ୍ୟା ମଧ୍ୟରେ ଗତି କରୁଛନ୍ତି। ଯେଉଁଥିରେ ଶକ୍ତିଶାଳୀ ଆମେରିକା...
‘ଟିକା ନ ନେଲେ ଭାରତ ଯାଅ’
ମାନିଲା, ୨୪।୬: ଯେଉଁମାନେ କୋଭିଡ୍ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...


