ସମ୍ପ୍ରତି କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ପ୍ରାକୃତିକ ଉପାୟରେ ଶୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ନେଇ ଲୋକଙ୍କ ମଧ୍ୟରେ ଯୋଗାଭ୍ୟାସ ପ୍ରତି ଆଗ୍ରହ ସୃଷ୍ଟି ହୋଇଛି। ପ୍ରାଣାୟାମ ଦ୍ୱାରା ଶରୀରରେ ଅମ୍ଳଜାନସ୍ତରକୁ ସ୍ବାଭାବିକ କରିବା ନେଇ ଚିକିତ୍ସକମାନେ ପରାମର୍ଶ ଦେଉଛନ୍ତି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲକ୍ଡାଉନ୍ ଜାରି ହୋଇଥିବାବେଳେ ବାହ୍ୟ କାର୍ଯ୍ୟ କଳାପରେ ଅଙ୍କୁଶ ଲାଗିଛି। ଫଳରେ ଘରେ ରହି ସୁସ୍ବାସ୍ଥ୍ୟକୁ ବଜାୟ ରଖିବା ସହିତ ଶରୀର ରକ୍ଷାର ଶ୍ରେଷ୍ଠତମ କାର୍ଯ୍ୟ ଭାବେ ଯୋଗ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ବିଭିନ୍ନ ଯୋଗ ମୁଦ୍ରା ଦ୍ୱାରା ଶରୀରର ଆଭ୍ୟନ୍ତରୀଣ ଅଙ୍ଗଗୁଡ଼ିକର କାର୍ଯ୍ୟକୁ ସୁନିୟନ୍ତ୍ରିତ କରିବାକୁ ଚିକିତ୍ସକମାନେ ପରାମର୍ଶ ଦେଉଛନ୍ତି। ଅନୁଲୋମ ବିଲୋମ ଦ୍ୱାରା ଲୋକେ ନିଜର ମାନସିକସ୍ତରକୁ ସଶକ୍ତ କରି ପାରୁଛନ୍ତି। ଫଳରେ ଅବସାଦ ଦୂର ହେବା ସହିତ ହାର୍ଟ ସ୍ବାଭାବିକ ଭାବେ କାର୍ଯ୍ୟକ୍ଷମ ହୋଇପାରୁଛି। ଦୀର୍ଘଶ୍ୱାସ ବ୍ୟାୟାମ କରିବାକୁ ଚିକିତ୍ସକମାନେ କହୁଛନ୍ତି। ଏହାଦ୍ୱାରା ଫୁସ୍ଫୁସ୍ କୋଷିକା ସୁଦୃଢ଼ ହେବା ସହିତ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ଶରୀରରେ ଅମ୍ଳଜାନସ୍ତର ସ୍ବାଭାବିକ ହୋଇପାରିଥାଏ ବୋଲି କରୋନା ଆକ୍ରାନ୍ତଙ୍କ ସମେତ ସୁସ୍ଥ ଲୋକଙ୍କୁ ଅବଗତ କରାଯାଉଛି।
Posted inଜୀବନଚର୍ଯ୍ୟା View All
ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ
ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି।...
ତ୍ୱଚା ପାଇଁ ବରଦାନ ନଡ଼ିଆ ତେଲ
ସବୁଠୁ ସହଜ ଏବଂ ସୁଲଭ ଦରରେ ମିଳୁଥିବା ନଡ଼ିଆ ତେଲରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଏହାକୁ କିପରି ବ୍ୟବହାର କଲେ ଆପଣ...
ଏହିସବୁ ରୋଗରେ ଆକ୍ରାନ୍ତ ଲୋକଙ୍କୁ କାଜୁ ଖାଇବା ମନା
ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁର୍ସ ଖାଇଥାନ୍ତି। ତେବେ କାଜୁକୁ ଲୋକେ ତରକାରି ଓ...
ଜୀବନକୁ ସୁଖମୟ କରିବାରେ ସାହାଯ୍ୟ କରୁଥିବା କିଛି କଥା ସମ୍ପର୍କରେ…
*ଯାହା ‘ପ୍ରାପ୍ତ’ ହୋଇଛି ତାହା ‘ପର୍ଯ୍ୟାପ୍ତ’। ଏହି ଦୁଇଟି ଶବ୍ଦରେ ସୁଖ ହେଉଛି ଅତୁଳନୀୟ। *ଯଦି କେହି ଖୁସି ପାଇଁ କାମ କରନ୍ତି, ତା’ହେଲେ ତାଙ୍କୁ...
ଭାକ୍ସିନ୍ ନେଲେ ବି ମାସ୍କ୍ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…
ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...
ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?
ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର...
ମାତୃଗର୍ଭରୁ ସ୍ଥିର ହୁଏ ଏସବୁ
ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା...
ମେକ୍ସିକାନ୍ ଫ୍ରାଏଡ୍ ରାଇସ୍
ଆବଶ୍ୟକ ସାମଗ୍ରୀ: ୨ କପ୍ ଭାତ, ୧/୪ କପ୍ ଛୋଟ ଛୋଟ କଟା ହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍ମା, ଗୋଟିଏ କଟା ପିଆଜ,...


