E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୨୨ରୁ ପ୍ରବଳ ବର୍ଷା
11:06 amJune 21, 2021

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଆସନ୍ତା ୨୨ ତାରିଖରୁ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରିଛି। ତେବେ ଆସନ୍ତା ୨୪ ଘଣ୍ଟା ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହୋଇପାରେ। ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ ବରଗଡ଼ରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ୨୨ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା ଓ ସୋନପୁର, ୨୩ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା ଓ ନୂଆପଡ଼ା, ୨୪ରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, କଟକ, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ସୋନପୁରରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍‌-୧୯ ନମୁନାରେ ଭାଇରାଲ ଲୋଡ୍‌ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ...

୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ

ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ ଥିଲେ କେହି।...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୪୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌)...

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

ରାଜଧାନୀରେ ଥମୁନି ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର,୨।୬: ବହୁ ଚେଷ୍ଟା ସତ୍ତ୍ୱେ ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନାହିଁ। ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରେ ୯୧୮ କରୋନା ପଜିଟିଭ୍‌ ଚିହ୍ନଟ...

ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ...

ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ

ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏକପାଖିଆ ବିଚାରବୋଧ ଐତିହ୍ୟକୁ ବିକୃତ କରେ
Next Post Next post:
ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts