E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…
11:27 amJune 21, 2021

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ଲାଗି କର୍ନାଟକ ସରକାରଙ୍କୁ କରୋନା ତୃତୀୟ ଲହର ପରିଚାଳନା ଲାଗି ଗଠିତ ହୋଇଥିବା ବିଶେଷଜ୍ଞ କମିଟି ପକ୍ଷରୁ ଏକ ପ୍ରସ୍ତାବ ଦିଆଯାଇଛି। ଅଫ୍‌ଲାଇନ୍‌ କ୍ଲାସ୍‌ରେ ଯୋଗଦେଉଥିବା ଛାତ୍ରୀଛାତ୍ରଙ୍କୁ ଏଭଳି ବୀମା ଯୋଗାଇ ଦେବାକୁ ହୃଦ୍‌ରୋଗ ବିଶେଷଜ୍ଞ ଡ. ଦେବୀ ସେଟ୍ଟିଙ୍କ ନେତୃତ୍ୱରେ ଗଠିତ ହୋଇଥିବା ଏହି କମିଟି ପକ୍ଷରୁ କୁହାଯାଇଛି। ସେହିପରି କରୋନା ତୃତୀୟ ଲହରର ମୁକାବିଲା କରିବା ଲାଗି କିଭଳି ପଦକ୍ଷେପ ଗ୍ରହଣ କରାଯିବ ସେ ନେଇ କମିଟି ପକ୍ଷରୁ କେତେକ ପରାମର୍ଶ ପ୍ରଦାନ କରାଯାଇଛି। ଅଧିକ ବୟସ୍କ ସ୍କୁଲ୍‌ କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ ବାରଣ କରାଯିବା ସହିତ ପ୍ରଥମେ ଦ୍ୱାଦଶ, ଏକାଦଶ, ଦଶମ, ନବମ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ଖୋଲାଯିବା ଆବଶ୍ୟକ ବୋଲି କମିଟି କହିଛି। ପ୍ରତି ସ୍କୁଲରେ ଜଣେ ସ୍ବାସ୍ଥ୍ୟ ପରାମର୍ଶଦାତା ଏବଂ ମେଡିକାଲ ନର୍ସଙ୍କୁ ନିଯୁକ୍ତି ଦେବାକୁ କମିଟି ପକ୍ଷରୁ ପ୍ରସ୍ତାବ ଆଗତ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ...

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର...

ଭୟଭୀତ କରାଉଛି କରୋନା: ରେଡ ଜୋନ୍‌ରେ ୧୬ଗାଁ, ୬ଓ୍ବାର୍ଡ

ଛତ୍ରପୁର,୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର

ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଉଗାଣ୍ଡା ଅଲିମ୍ପିକ ଟିମ୍‌ର ଜଣେ ସଦସ୍ୟଙ୍କୁ କରୋନା
Next Post Next post:
ଆଜି ଓ୍ବାଲର୍‌ଡ ମ୍ୟୁଜିକ୍‌ ଡେ’: ସଙ୍ଗୀତ ବିହୀନ ସୃଷ୍ଟି ନିରର୍ଥକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts