E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ରିଲାଏନ୍ସ ବୋର୍ଡରେ ରହିପାରେ ସାଉଦି ଆରାମକୋ
11:17 amJune 21, 2021June 27, 2021

ନୂଆଦିଲ୍ଲୀ: ରିଲାଏନ୍ସ ବୋର୍ଡରେ ସାଉଦି ଆରାମକୋର ଅଧ୍ୟକ୍ଷ ସାମିଲ ହୋଇପାରନ୍ତି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏବଂ ସାଉଦି ଆରାମକୋ ମଧ୍ୟରେ ୧୫ ବିଲିୟନ ଡଲାରର ମେଗାଡିଲକୁ ନେଇ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ରିପୋର୍ଟ ମୁତାବକ, ସାଉଦି ଆରାମକୋ ଅଧ୍ୟକ୍ଷ ଏବଂ ସାଉଦି ଆରବ ପବ୍ଲିକ ଫଣ୍ଡର ଗଭର୍ନର ୟାସିର ଅଲ୍‌ ରୁପାୟନଙ୍କୁ ରିଲାଏନ୍ସର ବୋର୍ଡରେ ସାମିଲ କରାଯାଇପାରେ। ୨୪ ଜୁନ୍‌ରେ କମ୍ପାନୀର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏଠାରେ ଏ ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା ହୋଇପାରେ ବୋଲି ଶୁଣିବାକୁ ମିଳୁଛି।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି

ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା...

ବହୁଦେଶୀୟ କମ୍ପାନୀଙ୍କ ଟିକସ ନେଇ ଜି-୭ର ନିଷ୍ପତ୍ତି

ନୂଆଦିଲ୍ଲୀ,୭।୬: ଶନିବାର ଜି-୭ ରାଷ୍ଟ୍ର ସମୂହର ପ୍ରତିନିଧି ଓ ଅଧିକାରୀଙ୍କ ମଧ୍ୟରେ ଏକ ବିଶେଷ ବୈଠକ ଲଣ୍ଡନରେ ଅନୁଷ୍ଠିତ ହୋଇଯାଇଛି। ଗୁଗଲ, ଆପଲ୍‌ ଓ ଆମାଜନ...

ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା

ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...

୧୩୪ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...

ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ

ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ...

ମେ’ରେ କମିଲା ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୬।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ମେ ମାସରେ ଦେଶର ଜିଏସ୍‌ଟି ସଂଗ୍ରହରେ ହ୍ରାସ ଘଟିଛି। ମେ’ ରେ ସାମଗ୍ରୀ ଓ ସେବା ଶୁଳ୍କ (ଜିଏସ୍‌ଟି)...

ଡିଏପି ସାର ସବ୍‌ସିଡି ୭୦୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୧୭।୬:  କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍‌ ପିଛା ସବ୍‌ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ...

ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨ ଗୁଣ ବଢ଼ିଲା

ନୂଆଦିଲ୍ଲୀ,୧୭।୬: ଚଳିତ ଆର୍ଥତ୍କ ବର୍ଷ ଅଦ୍ୟାବଧି ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବେଶ୍‌ ଉନ୍ନତ ରହିଛି। ଆୟକର ବିଭାଗ ସୂଚନା ମୁତାବକ, ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ
Next Post Next post:
ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍‌ଡିଆଇ ସୀମା ବଢ଼ିପାରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts