E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ: ସଜନ, ଶ୍ରୀହରିଙ୍କୁ ସ୍ବର୍ଣ୍ଣ ପଦକ
8:42 amJune 21, 2021

ବେଲ୍‌ଗ୍ରେଡ, ୨୧ା୬ (ପି.ଟି.)-ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ ପ୍ରତିଯୋଗିତାରେ ଅଲିମ୍ପିକ ଆଶାୟୀ ସଜନ ପ୍ରକାଶ ଓ ଶ୍ରୀହରି ନଟରାଜ ସେମାନଙ୍କ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। କିନ୍ତୁ ଦୁର୍ଭାଗ୍ୟର ବିଷୟ ଉଭୟେ ଟୋକିଓ ଗେମ୍ସ ପାଇଁ ଏ’ ଯୋଗ୍ୟତା ଅଙ୍କ ହାସଲ କରିପାରି ନାହାନ୍ତି। ଫିନା ସ୍ବୀକୃତିପ୍ରାପ୍ତ ଏହି ଅଲିମ୍ପିକ କ୍ୱାଲିଫାୟରରେ ପ୍ରକାଶ ୨୦୦ ମିଟର ବଟରଫ୍ଲାଏ ରେସ୍‌ ୧:୫୬.୯୬ ଟାଇମିଂରେ ଶେଷ କରି ଥିଲେ। ଏଥି ସହିତ ସେ ୨୦୧୮ରେ ୧:୫୭.୭୩ ସେକେଣ୍ଡ ଟାଇମିଂରେ ନିଜ ଦ୍ୱାରା ପ୍ରତିଷ୍ଠା ଜାତୀୟ ରେକର୍ଡକୁ ସେ ଭଙ୍ଗ କରିଥିଲେ। ତେବେ କେରଳର ଏହି ୨୭ ବର୍ଷୀୟ ସନ୍ତରଣକାରୀ ଅଲିମ୍ପିକ ପାଇଁ ରହିଥିବା ଯୋଗ୍ୟତା ଅଙ୍କଠାରୁ ୦.୪୮ ସେକେଣ୍ଡ ପଛରେ ରହିଯାଇଥିଲେ। ଅନ୍ୟପକ୍ଷରେ ନଟରାଜ ୫୪.୪୫ ସେକେଣ୍ଡ ଟାଇମିଂରେ ୧୦୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ଇଭେଣ୍ଟ ଜିତିଥିଲେ। କିନ୍ତୁ ୨୦ବର୍ଷୀୟ ଏହି ସନ୍ତରଣକାରୀ ଟୋକିଓ ଗେମ୍ସ ପାଇଁ ଏ’ ଯୋଗ୍ୟତା ଅଙ୍କ ହାସଲ କରିପାରି ନ ଥିଲେ। ଉଭୟ ପ୍ରକାଶ ଓ ନଟରାଜ କିନ୍ତୁ ପୂର୍ବରୁ ଯଥାକ୍ରମେ ୨୦୦ମିଟର ଓ ୧୦୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ଇଭେଣ୍ଟରେ ବି’ ଅଙ୍କ ହାସଲ କରିସାରିଥିଲେ। ସେମାନେ ଏ’ ଯୋଗ୍ୟତା ଅଙ୍କ ହାସଲ କରିବା ଲାଗି ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏହାଦ୍ୱାରା ଆପେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ପକ୍କା ହୋଇଯିବ। ୨୦୦ମିଟର ବଟରଫ୍ଲାଏ ପାଇଁ ଯୋଗ୍ୟତା ଅଙ୍କ ୧:୫୬.୪୮ ସେକେଣ୍ଡ ରହିଥିବାବେଳେ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପାଇଁ ୫୩.୮୫ ସେକେଣ୍ଡ ରହିଛିି। ଏ ପର୍ଯ୍ୟନ୍ତ କୌଣସି ଭାରତୀୟ ଏ’ ମାନଦଣ୍ଡ ହାସଲ କରିପାରିନାହାନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଦ୍ୱିତୀୟ ସିଡ୍‌ଙ୍କୁ ହରାଇଲେ ବୋପାନ୍ନା-ଶରନ

ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍‌ ଲୁକାଜ...

ଦ୍ୱିତୀୟ ଟେଷ୍ଟ: ନ୍ୟୁଜିଲାଣ୍ଡ ବିଜୟର ନିକଟତର

ବର୍ମିଂହାମ,୧୩।୬: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ସ୍ଥିତି ଆହୁରି ଦୃଢ଼ କରି ବିଜୟର ନିକଟତର ହୋଇଛି। ପ୍ରଥମ ଇନିଂସରେ ଇଂଲଣ୍ଡକୁ ୩୦୩...

ଉଗାଣ୍ଡା ଅଲିମ୍ପିକ ଟିମ୍‌ର ଜଣେ ସଦସ୍ୟଙ୍କୁ କରୋନା

ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍‌ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ...

ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

ଭାରତୀୟ କ୍ରିକେଟ୍‌ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍‌ ଏବଂ ୨୦୧୧ ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ଥିଲେ।...

ୟୁରୋକପ୍‌ ଫୁଟ୍‌ବଲ: ପର୍ତ୍ତୁଗାଲକୁ ହରାଇଲା ଜର୍ମାନୀ

ମ୍ୟୁନିକ,୨୧।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗତଥର ଚାମ୍ପିୟନ ପର୍ତ୍ତୁଗାଲ ୨-୪ ଗୋଲରେ ଜର୍ମାନୀଠାରୁ ପରାସ୍ତ ହୋଇଛି। ଶନିବାର ଗ୍ରୁପ୍‌ ଏଫ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପର୍ତ୍ତୁଗାଲ...

ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପରାସ୍ତ ହେଲା ଟିମ୍‌ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ...

ଡବ୍ଲୁଟିସି ଫାଇନାଲ ପାଇଁ ଭାରତୀୟ ଏକାଦଶ ଘୋଷଣା: ଏହିସବୁ ଖେଳାଳି ବାଦ୍‌ ପଡିଲେ

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିଛି। ଭାରତୀୟ ଦଳ ଦୁଇଟି ସ୍ପିନରଙ୍କ ସହ ସାଉଥମ୍ପଟନରେ ଅବତରଣ କରିବେ।...

ଫିଫା ୱାର୍ଲଡ କପ୍‌ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ

ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍‌ବଲ ପାଓ୍ବାର ହାଉସ୍‌ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭର୍ଷ୍ଟାପେନ୍‌ ଜିତିଲେ ଫ୍ରେଞ୍ଚ୍‌ ଗ୍ରାଁ ପ୍ରି
Next Post Next post:
ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts