E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ପୁଅର ପ୍ରଥମ ଝଲକ୍‌ ଦେଖାଇଲେ କପିଲ୍‌ ଶର୍ମା
12:29 pmJune 21, 2021

କମେଡି କିଙ୍ଗ୍‌ କପିଲ୍‌ ଶର୍ମା ଏବେ ଶୁଟିଂରୁ କିଛି ଦିନ ବିରତି ନେଇ ନିଜ ପରିବାର ସହ ସମୟ ବିତାଉଛନ୍ତି। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ପ୍ରାୟତଃ ବଡ଼ ଝିଅ ଅନାୟାରଙ୍କ ଫଟୋ ପ୍ରଶଂସକଙ୍କ ସହ ଶେୟାର କରନ୍ତି। କିନ୍ତୁ ଏହା ପ୍ରଥମ ଥର ପାଇଁ ସେ ସୋସିଆଲ ମିଡିଆରେ ପୁଅର ଫଟୋ ସେୟାର କରିଛନ୍ତି।, ପ୍ରଶଂସକଙ୍କ ଚାହିଦା ପୂରଣ କରିବାକୁ ଯାଇ ସେ ନିକଟରେ ତାଙ୍କ ପୁଅର ପ୍ରଥମ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋରେ କପିଲ ପୁଅ ତ୍ରିଶାନ୍‌ ଏବଂ ଝିଅ ଅନାୟରାଙ୍କୁ ନିଜ କୋଳରେ ଧରିଥିବାର ନଜର ଆସିଛନ୍ତି। ପିତୃଦିବସ ଅବସରରେ ସେ ଏହି ଫଟୋ ପ୍ରଶଂସକଙ୍କ ସହ ଶେୟାର କରି କପିଲ ଏକ ମଜାଳିଆ କ୍ୟାପସନ ମଧ୍ୟ ଲେଖିଛନ୍ତି। ସେ ଲେଖିଛନ୍ତି ଯେ, ଜନସାଧାରଣଙ୍କ ପ୍ରବଳ ଚାହିଦା ଅନୁଯାୟୀ ଅନାୟରା ଏବଂ ତ୍ରିଶାନ ପ୍ରଥମ ଥର ପାଇଁ ଏକାଠି ହୋଇଥିଲେ। କପିଲ ଏହି ଫଟୋ ଶେୟାର କରିବା ମାତ୍ରେ ତାହା ଭାଇରାଲ ହୋଇଥିଲା। ପ୍ରାୟ ଦୁଇ ଘଣ୍ଟା ମଧ୍ୟରେ ଏହା ୮ ଲକ୍ଷରୁ ଅଧିକ ଲାଇକ ପାଇଛି। କପିଲ ଏବଂ ଗିନ୍ନି ୨୦୧୮ରେ ବିବାହ କରିଥିଲେ। ୨୦୧୯ରେ ଝିଅ ଅନାୟରା ଏବଂ ୨୦୨୧ରେ ପୁଅକୁ ଜନ୍ମ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...

ଏହି ଅଭିନେତ୍ରୀଙ୍କ ସହ ବଳାତ୍କାର ସିନ୍‌ ଶୁଟିଂ କରିବାକୁ ସିଧାସିଧା ମନା କରିଦେଇଥିଲେ ଖଳନାୟକ, କାରଣ ଜାଣିଲେ

୮୦ ଦଶକରେ ଫିଲ୍ମକୁ ଦର୍ଶକ ବହୁତ ପସନ୍ଦ କରୁଥିଲେ। ସେହି ସମୟରେ ଏପରି ଅନେକ ଫିଲ୍ମ ଥିଲା ଯେଉଁଥିରେ ଅଭିନେତା ନୁହନ୍ତି ବରଂ ଅଭିନେତ୍ରୀ ଲିଡ୍‌...

ରାତିଅଧରେ କରନ୍‌ ଜୋହରଙ୍କ ରୁମ୍‌କୁ ଯାଇଥିଲେ ଫରାହ ଖାନ୍‌; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍‌ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ...

୫-ଜି ବିରୋଧରେ ଜୁହି

ଟେଲିକମ୍ୟୁନିକେଶନ ଇଣ୍ଡଷ୍ଟ୍ରିଗୁଡ଼ିକ ୫-ଜି ଟେକ୍ନୋଲୋଜି ଆଣିବା ଦୌଡ଼ରେ ସାମିଲ ହୋଇଥିବାବେଳେ ଭାରତରେ ଏହି ନେଟ୍‌ଓ୍ବର୍କ ବ୍ୟବସ୍ଥା ବିରୋଧରେ ବାହାରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ତଥା ପରିବେଶ କର୍ମୀ...

ବାଘ ଖୋଜୁଛନ୍ତି ବିଦ୍ୟା

ଚର୍ଚ୍ଚାରେ ଥିବା ବଲିଉଡ୍‌ ଫିଲ୍କ ‘ଶେର୍‌ନି’ର ଟ୍ରେଲର ରିଲିଜ ହୋଇଛି। ଏଥିରେ ବିଦ୍ୟା ବଲାନଙ୍କ ନୂଆ ଅବତାର ଦେଖିବାକୁ ତାଙ୍କ ଫ୍ୟାନ୍‌ ବେଶ୍‌ ଉତ୍ସାହିତ ଅଛନ୍ତି।...

ଅର୍ଜୁନଙ୍କ ସହ ସମ୍ପର୍କକୁ ପସନ୍ଦ କରୁ ନ ଥିଲେ ମଲାଇକାଙ୍କ ଭାବି ଶ୍ୱଶୁର; ସିଧାସିଧା ଅଲଗା ରହିବାକୁ…

ବମ୍ବେ: ସ୍ବାମୀ ଅରବାଜ ଖାନ୍‌ଙ୍କଠାରୁ ଅଲଗା ହେବା ପରେ ଅଭିନେତା ଅର୍ଜୁନ କପୁରଙ୍କ ପ୍ରେମରେ ପଡ଼ିଛନ୍ତି ମଲାଇକା ଅରୋରା। ବେଶ କିଛି ଦିନ ସେ ନିଜ...

ଗୌହରଙ୍କଠାରୁ କରନ୍‌ ସିଂହ ଗ୍ରୋଭର: ସର୍ବସମ୍ମୁଖରେ ଚାପୁଡ଼ା ଖାଇଛନ୍ତି ଏସବୁ କଳାକାର; କାରଣ ଜାଣିଲେ…

ବମ୍ବେ: ବଲିଉଡ୍‌ କଳାକାରଙ୍କ ପରି ଟେଲି କଳାକାରମାନେ ନିଜର ଅଭିନୟ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ନେଇ ଥାଆନ୍ତି ଚର୍ଚ୍ଚାରେ। ପ୍ରଶଂସକମାନେ ମଧ୍ୟ ସେମାନଙ୍କ ଜୀବନର ଛୋଟବଡ଼...

ଭାବୁକ ହେଲେ ଫର୍‌ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’

ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍‌’। ମହାନ ଧାବକ ପଦ୍ମଶ୍ରୀ ମିଲ୍‌ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍‌ ଜବତ, ୩ ଗିରଫ
Next Post Next post:
ସୌଭାଗ୍ୟ ବୃଦ୍ଧି ପାଇଁ କରିବେ କେଉଁ ପ୍ରକାର ଯୋଗାସନ, ଜାଣନ୍ତୁ …

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts