ପ୍ରଦୂଷିତ ପରିବେଶ ଏବେ ଚିନ୍ତାର କାରଣ ସାଜିଛି। ଅନେକ କାରଣରୁ ଆମର ପରିବେଶ ସ୍ବାସ୍ଥ୍ୟୋପଯୋଗୀ ହେଉନାହିଁ। ଫଳରେ ଆମେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛେ। ତେଣୁ ବର୍ତ୍ତମାନ ଆମ ପରିବେଶ କିପରି ପ୍ରଦୂଷଣମୁକ୍ତ ରହିବ, ସେ ନେଇ ଆମେ ଯତ୍ନବାନ ହେବା ନିହାତି ଆବଶ୍ୟକ। ପ୍ରଥମେ ନିଜକୁ ବୃକ୍ଷରୋପଣ କାମରେ ସାମିଲ କରାନ୍ତୁ। ଏହାଦ୍ୱାରା ପରିବେଶ ଶାନ୍ତ ରହିବ ଏବଂ ବର୍ଷା ଠିକ୍ ଭାବରେ ହେବ। ଯଦି ଘର ଚାରିପଟରେ ଗଛ ଲଗାଇଛନ୍ତି ତେବେ ତାହାର ଯତ୍ନ ନିଅନ୍ତୁ। ଘରର ବାହାର ପରିବେଶକୁ ପରିଷ୍କାର ପରିଚ୍ଛନ୍ନ ରଖନ୍ତୁ। ଯଦି ଘରେ କିଛି ଅଦରକାରୀ ସାମଗ୍ରୀ ଅଛି ତେବେ ସେଗୁଡ଼ିକୁ ବାହାରେ ନ ଫୋପାଡ଼ି ଗାତ ଖୋଳି ପୋତି ଦିଅନ୍ତୁ। ଆଜିକାଲି ଗାଡ଼ିମୋଟରରୁ ବାହାରୁଥିବା ଧୂଅଁା ପରିବେଶକୁ ପ୍ରଦୂଷିତ କରୁଛି। ତେଣୁ ସପ୍ତାହକୁ ଅନ୍ତତଃ ଥରେ ଗାଡ଼ି ନ ଚଲାଇ ସାଇକେଲ ବ୍ୟବହାର କରିପାରନ୍ତି।
Posted inଜୀବନଚର୍ଯ୍ୟା View All
ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..
ଆଜିକାଲି ସମୟରେ କିଡନୀ ଷ୍ଟୋନ୍ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍ ହୋଇଥାଏ। ସ୍ବାସ୍ଥ୍ୟ...
ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ
ଘନକଳା ତଥା ମୁଲାୟମ କେଶ ପାଇବାକୁ ଚାହୁଁଥିଲେ ଖରାଦିନେ ମିଳୁଥିବା ଫଳ ସବୁ ନିଶ୍ଚୟ ଖାଆନ୍ତୁ… ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ ଖରାଦିନେ ମିଳୁଥିବା ବିଭିନ୍ନ...
ସ୍ବପ୍ନରେ ଏସବୁ ଦେଖିଲେ…
ବ୍ୟକ୍ତିର ଭବିଷ୍ୟ ସହ ଜଡ଼ିତ ଥାଏ ସ୍ବପ୍ନ। ସବୁ ସ୍ବପ୍ନର କିଛି ନା କିଛି ମାନେ ଥାଏ। ସ୍ବପ୍ନ ଶାସ୍ତ୍ର ଅନୁଯାୟୀ ଏଭଳି କିଛି ସ୍ପପ୍ନ...
ଘରୁ ଦୂରାନ୍ତୁ ମଶା
ଘରେ ମଶା ହେଲେ ଅଧିକାଂଶ ମଶା ମରା କଏଲ୍, ଲିକ୍ୱିଡ୍, ହିଟ୍ ଆଦିର ସାହାଯ୍ୟ ନିଅନ୍ତି । କିନ୍ତୁ ଏସବୁରୁ ନିର୍ଗତ ବିଷାକ୍ତ ଧୂଆଁ ସ୍ବାସ୍ଥ୍ୟୋପକାରୀ...
ମେଦବହୁଳତା ଓ ଆଜ୍ମା
ଆଜ୍ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ।...
ହାକୁଟିକୁ ଅଣଦେଖା କରୁଛନ୍ତି କି….
ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ମାତ୍ର ଦିନ ସାରା ଯଦି ଏହି...
ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର
ବାସ୍ତୁବିତ୍ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...
ଅଣ୍ଟାବିନ୍ଧାର ଘରୋଇ ଉପଚାର
ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ...


