E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

କବୀର ସିଂର ଦୁଇ ବର୍ଷ ପରେ ସାହିଦ୍‌ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…
1:41 pmJune 21, 2021

ବଲିଉଡ୍‌ ଅଭିନେତା ସାହିଦ କପୁର ଏଯାବତ୍‌ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ  ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା। ତାଙ୍କର ଲୁକ ପ୍ରଶଂସକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲା । ଏହି ଫିଲ୍ମରୁ ଅଭିନେତ୍ରୀ କିଆରା ଆଡଭାନୀ ମଧ୍ୟ ଅତୁଳନୀୟ ସଫଳତା ପାଇଥିଲେ। ଏହି ଫିଲ୍ମଟି ୨୧ ଜୁନ ୨୦୧୯ ରେ ମୁକ୍ତିଲାଭ କରିଥିଲା । ବର୍ତ୍ତମାନ ଏହାକୁ ଦୁଇ ବର୍ଷ ପୂରିଛି। ବର୍ତ୍ତମାନ ସାହିଦ ଏକ ଭିଡିଓ ଶେୟାର କରିଛନ୍ତି, ତାହାକୁ ଦେଖିଲେ ଏପରି ଲାଗୁଛି ସାହିଦ ଫିଲ୍ମକୁ ଭିନ୍ନ ଢ଼ଙ୍ଗରେ ମନେ ରଖିଛନ୍ତି। ଏହି ଭିଡିଓରେ ସାହିଦଙ୍କୁ ଟିକିଏ ଭିନ୍ନ ରୂପରେ ଦେଖିବାକୁ ମିଳୁଛି କିନ୍ତୁ ତାଙ୍କ କେଶ ବଢ଼ିବା ପରି ମନେ ହେଉଛି । ଏହି ଭିଡିଓ ଶେୟାର କରି ସେ କ୍ୟାପଶନରେ ଲେଖିଛନ୍ତି, ‘ୱୋ ୱୋ ୱାଲା ମୋଡ’।

ସାହିଦଙ୍କ ଭିଡିଓରେ ପ୍ରଶଂସକମାନେ ଜବରଦସ୍ତ ମନ୍ତବ୍ୟ ଦେଉଛନ୍ତି। କୁନାଲ ଖେମୁ ମଧ୍ୟ ଏହା ଉପରେ ଏକ ମଜାଳିଆ ମନ୍ତବ୍ୟ ଦେଇଛନ୍ତି। କୁନାଲ ଲେଖିଛନ୍ତି, ‘ଅଧା ଲୁକ୍‌ରେ ମାରି ଦେଉଛ, ବାକି ଅଧା ଲୁକ୍‌ରେ ବାଇକ୍‌ ଚଢ଼େଇଦିଅ। ଏହା ବ୍ୟତୀତ ଅଧିକ ପ୍ରଶଂସକ ତାଙ୍କ ଏହି ଭିଡିଓ ଉପରେ କମେଣ୍ଟ ଦେଉଛନ୍ତି। ତେବେ ଏହି ଚଳଚ୍ଚିତ୍ରରେ ସାହିଦ ଜଣେ ଡାକ୍ତର ଭୂମିକାରେ ଅଭିନୟ କରିଥିଲେ ଯିଏ ନିରୀହ ପ୍ରୀତିଙ୍କ ପ୍ରେମରେ ପାଗଳ ହୋଇଯାଇଥିଲେ। ଦର୍ଶକମାନେ ତାଙ୍କ ଫିଲ୍ମକୁ ବହୁତ ପସନ୍ଦ କରିଥିଲେ । ଏହି ଫିଲ୍ମଟିି ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ‘ଅର୍ଜୁନ ରେଡ୍ଡୀ’ର ରିମେକ ଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

‘ବିବାହ ଉପରୁ ଭରସା ତୁଟି ଗଲାଣି’

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍‌ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲଙ୍କ ବୈବାହିକ ଜୀବନରେ ସଙ୍କଟ...

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ସାରିକାଙ୍କ ପରିଚୟର ଆବଶ୍ୟକତା ନାହିଁ। କାରଣ ତାଙ୍କ ଅଭିନୟ ଯିଏ ଦେଖିଛି ସେ ଜାଣିଛି ସେ କେତେ ଦକ୍ଷ। ତାଙ୍କର...

ବଲିଉଡ୍‌ ସେଲିବ୍ରିଟିଙ୍କ ଡାକନାମ ଜାଣିଲେ ହସି ହସି ଗଡିବେ

ବଲିଉଡରେ ଅନେକ ତାରକା ଅଛନ୍ତି ଯେଉଁମାନେ ଫିଲ୍ମରେ ଅଭିନୟ କରିବା ପୂର୍ବରୁ ସେମାନଙ୍କ ନାମ ପରିବର୍ତ୍ତନ କରିଥିଲେ। ଅନେକ ସେଲିବ୍ରିଟିଙ୍କ ଡାକ ନାଁ ଜାଣିଲେ ତାଙ୍କ...

ଏହି ଅଭିନେତ୍ରୀ ବିବାହ କରନ୍ତୁ ବୋଲି ଚାହୁଁ ନ ଥିଲେ ବାପା

ବଲିଉଡ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲଙ୍କ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ବିବାହ କରିଥିଲେ। ମାତ୍ର ଉଭୟଙ୍କ ଏହି ବିବାହା ପ୍ରସ୍ତାବକୁ...

ସମାନ୍ଥାଙ୍କୁ ଭେଟିବା ପୂର୍ବରୁ ଅନ୍ୟଜଣଙ୍କୁ ପ୍ରେମ କରୁଥିଲେ ଚେତନ୍ୟ; ଏମିତି ଆଗକୁ ବଢ଼ିଥିଲା କଥା

ବମ୍ବେ: ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଛନ୍ତି ଅନେକ କଳାକାର। ସେଥିରୁ କିଛି ପ୍ରେମ ସଫଳ ମଧ୍ୟ ହୋଇଛି। ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସମାନ୍ଥା ଅକ୍କିନେନୀ...

ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ...

ସଲମାନଙ୍କ ଉପରେ ରାଗିକରି ଚିତ୍କାର କରିଥିଲେ ଏହି ଅଭିନେତା, ଏପରି ଥିଲା ଭାଇଜାନଙ୍କ ପ୍ରତିକ୍ରିୟା

ସଲମାନ ଖାନ ନିଜର ଆଧିପତ୍ୟ ହେତୁ ବଲିଉଡରେ ବହୁତ ପ୍ରସିଦ୍ଧ। ତାଙ୍କ ଚଳଚ୍ଚିତ୍ର ସହିତ ତାଙ୍କ ରାଗ ପାଇଁ ସେ ମଧ୍ୟ ଅନେକ ସମୟରେ ଚର୍ଚ୍ଚାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହିଳାଙ୍କ ପୋଷାକ ପାଇଁ ଦେଶରେ ବଢୁଛି ବଳାତ୍କାର : ପ୍ରଧାନମନ୍ତ୍ରୀ
Next Post Next post:
ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କଲା ମାଙ୍କଡ଼, ଭାଇରାଲ ହେଉଛି ଭିଡିଓ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts