E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍‌ଆଇ; ଆଉ ତା’ ପରେ…
2:05 pmJune 21, 2021

ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍‌ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍‌ଆଇ ବା ସବ୍‌-ଇନ୍ସପେକ୍ଟରଙ୍କ ଏପରି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି। ଅଲିଗଡ଼ ପୋଲିସର ଏହି ସାହସିକତା ପାଇଁ ଏସ୍‌ଏସ୍‌ପି କଲ୍ୟାଣନିଧି ନୈଥାନୀ ସବ୍‌-ଇନ୍ସପେକ୍ଟରଙ୍କୁ ପ୍ରଶଂସାପତ୍ର ସହ ନଗଦ ୨୫୦୦୦ ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ ପୂର୍ବକ ସମ୍ମାନିତ କରିଛନ୍ତି।

ସୂଚନାଯୋଗ୍ୟ, ଏହି ଘଟଣା ମଙ୍ଗନହର ଅଞ୍ଚଳର। ଦାଦୋ ଥାନାର ଏସ୍‌ଆଇ ଆଶିଷ କୁମାର ୨୦ ଜୁନ୍‌ରେ ଏଠାରେ ଡ୍ୟୁଟି କରୁଥିଲେ। ଅପରାହ୍ନରେ ହରଣପୁର ନିବାସୀ ପାନାଲାଲ୍‌ଙ୍କ ପୁଅ ତେଜ ସିଂ ଯାଦବ ଠିଆ ହୋଇଥିଲେ। ହଠାତ୍‌ ସେ ପାଣିରେ ପଡ଼ିଗଲେ। ଏହା ପରେ ସେ ଖୁବ୍‌ ଜୋରରେ ପାଟି କରିଥିଲେ। ପାଖରେ ଥିବା ଏସ୍‌ଆଇ ଆଶିଷ କୁମାର ତାଙ୍କୁ ଉଦ୍ଧାର କରିବା ପାଇଁ ନିଜ ଜୀବନକୁ ତୁଚ୍ଛ କରି ପାଣିକୁ ଡେଇଁ ପଡ଼ିଥିଲେ। ଫଳରେ ତେଜଙ୍କ ଜୀବନ ରକ୍ଷା ହୋଇଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ...

ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ

ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ...

ନୂଆ ଭାରିଆଣ୍ଟ୍‌ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ...

ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ

ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର। ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ।...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌...

ପଞ୍ଜାବରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ

ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ...

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ...

ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା

ଗୁଆହାଟୀ,୪।୬: ଆସାମରେ କୋଭିଡ୍‌ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଉତ୍ତମ ପରିବେଶ ପାଇଁ…
Next Post Next post:
ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts