E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…
2:19 pmJune 21, 2021

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକମାନଙ୍କୁ ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି। ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ସେ ଯୋଗର ଉପକାରିତା ବିଷୟରେ ଲୋକଙ୍କୁ କହୁଛନ୍ତି।

ଭିଡିଓ ଆରମ୍ଭରେ, ଶିଳ୍ପା ସମସ୍ତଙ୍କୁ ଯୋଗ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତଙ୍କ ସୁଖ, ଶାନ୍ତି ଏବଂ ସ୍ବାସ୍ଥ୍ୟ ପାଇଁ ମଧ୍ୟ ପ୍ରାର୍ଥନା କରିଛନ୍ତି। ଏହା ପରେ ସେ ଭିଡିଓରେ କହିଛନ୍ତି ଯେ, ‘ଆଜି ଲୋକଙ୍କୁ ଶ୍ୱାସକ୍ରିୟା ବିଷୟରେ କହିବି କାରଣ ନିଃଶ୍ୱାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏହି କଠିନ ସମୟରେ, ଆମ ଶ୍ୱାସକୁ ନିୟନ୍ତ୍ରଣ କରିବା ଆବଶ୍ୟକ, ଯାହା ଆମ ଶ୍ୱାସକୁ ନିୟନ୍ତ୍ରଣ କରେ, ଏହାକୁ ପ୍ରାଣାୟାମ କୁହାଯାଏ । ତେଣୁ ଆଜି ଏହି ଯୋଗ ଦିବସ ଅବସରରେ ମୁଁ ଆପଣଙ୍କୁ କହିବାକୁ ଯାଉଛି ଯେ, ଭ୍ରାମାରି ପ୍ରାଣାୟାମ କିପରି ଅଭ୍ୟାସ କରିବେ। ଯାହା ଆମ ଶରୀର ଏବଂ ମନକୁ ଶାନ୍ତ କରିଥାଏ, ଚାପକୁ ଦୂର କରିଥାଏ ଏବଂ ଏକାଗ୍ରତା ବୃଦ୍ଧି କରିଥାଏ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

‘ବିବାହ ଉପରୁ ଭରସା ତୁଟି ଗଲାଣି’

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍‌ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲଙ୍କ ବୈବାହିକ ଜୀବନରେ ସଙ୍କଟ...

ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…

ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍‌ ବିବାଦୀୟ। ଏକଦା ବ୍ଲାକ୍‌ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍‌ କହିଲେ..

କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇ ଦେଇଛି। ଏଭଳି ପରିସ୍ଥିତିରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କୁ ସମସ୍ତ ଉପାୟରେ ସାହାଯ୍ୟ କରୁଛନ୍ତି। ଅନେକ...

ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ...

ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…

ବମ୍ବେ: ବଲିଉଡ୍‌ର ପରଫେକ୍ଟ କପଲଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ-ରାଜ କୁନ୍ଦ୍ରା ଜଣେ। ଉଭୟଙ୍କ ଲଭ୍‌ଷ୍ଟୋରୀ କୌଣସି ସିନେମାଠାରୁ କମ୍‌ ନୁହେଁ। ପ୍ରଥମ ସ୍ତ୍ରୀଙ୍କଠାରୁ ଅଲଗା...

ପ୍ରଥମଥର ଏପରି କରିବାକୁ ଯାଉଛନ୍ତି ସଲମାନ ଖାନ୍‌

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ ତାଙ୍କର ୩୨ ବର୍ଷର କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି ଏକ ଫିଲ୍ମ କରିବାକୁ ଯାଉଛନ୍ତି, ଯାହା ସେ...

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍‌ଆଇ; ଆଉ ତା’ ପରେ…
Next Post Next post:
୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts