E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦୁଝର

ରାତିରେ ଶୋଇଥିଲେ, ଦଂଶିଲା ସାପ
2:28 pmJune 21, 2021

ପାଟଣା,୨୧।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ଜଣେ ୪୫ ବର୍ଷୀୟା ମହିଳାଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ମଙ୍ଗଳୁ ମୁଣ୍ଡାଙ୍କ ସ୍ତ୍ରୀ ପାଙ୍ଗିଲା ମୁଣ୍ଡା।
ମିଳିଥିବା ସୂଚନା ଅନୁଯାୟୀ, ପାଙ୍ଗିଲା ରବିବାର ରାତ୍ରିରେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କ ବାମ ହାତ ରେ କାମୁଡି ଦେଇଥିଲା।ସୋମବାର ସକାଳୁ ତାଙ୍କୁ ୧୦୮ ଆମ୍ବୁଲାନ୍ସରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣୁ ଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପାଟଣା ଥାନାରେ ୧୭/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଏସଆଇ ଶିବଶଙ୍କର ଆଲଦା ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦୁଝର View All

ଟ୍ୟାଙ୍କର ଧକ୍କାରେ ବାଇକ୍‌ ଚାଳକଙ୍କ ଜୀବନ ଗଲା

ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ...

ରୟତି ଜମିରୁ ବେଆଇନ ଗଛକଟା

ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍‌ କିସମ ମେଳ ଖାଉ ନ...

ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ

ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ...

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ...

ପରକୀୟା ପ୍ରୀତି ପାଇଁ ହତ୍ୟା

କଟକ ଅଫିସ,୨୧।୬: ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କ ପ୍ରେମିକଙ୍କୁ ସ୍ବାମୀ ଏକ ଛୁରିରେ ହତ୍ୟା କରିଛନ୍ତି। ଏଥିସହ ଆକ୍ରମଣରେ ସ୍ତ୍ରୀ ଗୁରୁତର...

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ବେଆଇନ ଭାବେ ଖୋଳିନେଲେ ମାଟି

ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ...

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…
Next Post Next post:
ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts