E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଢେଙ୍କାନାଳ

 ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ
4:06 pmJune 21, 2021

ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।
ପ୍ରକାଶ ଯେ, ଗ୍ରାମର ଦୁଇ ପରିବାର କୁମ୍ଭ ବେହେରା ଓ ବିରଞ୍ଚି ବେହେରାଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା । ପରେ ବିରଞ୍ଚି ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ କୁମ୍ଭଙ୍କୁ ଆକ୍ରମଣ କରିଥିଲେ । ଫଳରେ ଘଟଣାସ୍ଥଳରେ କୁମ୍ଭଙ୍କର ମୃତ୍ୟୁ ହୋଇଯାଇଛି । ପରେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଢେଙ୍କାନାଳ View All

କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି।...

ବେଆଇନ ଭାବେ ଖୋଳିନେଲେ ମାଟି

ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ...

ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌

ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ...

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା...

ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ...

ହଠାତ୍‌ ଘରେ ପଶିଗଲେ ଯୁବକ, ପରେ ବନ୍ଧୁକ ଦେଖାଇ…

ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ...

ଦିନ ଗଡୁଛି, ଚିନ୍ତା ବଢୁଛି

ଭୁବନ,୬।୬(ଡି.ଏନ୍‌.ଏ.) ଗହଳି ଚହଳିରେ ଫାଟି ପଡୁଥିବା ବସ୍‌ଷ୍ଟାଣ୍ଡରେ ଅସମ୍ଭବ ନୀରବତାର ରାଜୁତି। ଛିଡ଼ା ହୋଇଛି ବସ୍‌। ହେଲେ ନା ଅଛନ୍ତି କର୍ମଚାରୀ, ନା ଯାତ୍ରୀଙ୍କୁ ଅପେକ୍ଷା କରିବାର...

ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…

କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ
Next Post Next post:
ବିବାହ କରିବାକୁ ଜିଦ୍‌ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts