E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବିବାହ କରିବାକୁ ଜିଦ୍‌ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ
4:09 pmJune 21, 2021

ଆମେଠି,୨୧।୬: ଉତ୍ତରପ୍ରଦେଶର ଆମେଠିରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଏକ ଅନନ୍ୟ ବିବାହ ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବ୍ୟକ୍ତି ବିବାହ କରିବାକୁ ଜିଦ୍‌ ଧରିବାରୁ ଘର ଲୋକେ ତାଙ୍କ ବିବାହ କରାଇଛନ୍ତି। କନ୍ୟା ସାଜିଛନ୍ତି ସମ୍ପୃକ୍ତ ବ୍ୟକ୍ତିଙ୍କ ସ୍ତ୍ରୀ। ସବୁଠାରୁ ବଡ କଥା ହେଉଛି ବ୍ୟକ୍ତି ତିନି ପିଢି ଏହି ବିବାହରେ ଜଡିତ ଅଛନ୍ତି। ତାଙ୍କ ପୁଅ ବୋହୂ ଏବଂ ନାତି, ନାତୁଣୀ ସମସ୍ତେ ବିବାହରେ ଉପସ୍ଥିତ ଥିଲେ। ଏହି ଅନନ୍ୟ ମାମଲା ଜାମୋ ପୋଲିସ ଷ୍ଟେଶନ ଅଞ୍ଚଳର ଖୁଥାନା ଗ୍ରାମରେ ଦେଖିବାକୁ ମିଳିଥିଲା।
୬୫ ବର୍ଷୀୟ ମୋତିଲାଲ ହଠାତ୍‌ ବିବାହ କରିବାକୁ ଜିଦ୍‌ ଧରିବାରୁ ତାଙ୍କ ଘଣ ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। କିନ୍ତୁ ବୃଦ୍ଧଙ୍କ ଏଭଳି ଜିଦ୍‌ ଦେଖି ତାଙ୍କ ପରିବାର ଲୋକେ ବିବାହ ପାଇଁ ରାଜି ହୋଇଥିଲେ। ମୋତିଲାଲଙ୍କ ବିବାହ ପାଇଁ ତାଙ୍କ ଘରଟି ଫୁଲରେ ସଜାଯାଇଥିଲା, ଆଲୋକ ଲଗାଯାଇଥିଲା। ମୋତିଲାଲ ନିଜର ୬୦ ବର୍ଷିୟା ସ୍ତ୍ରୀ ମୋହନାଙ୍କୁ ବିବାହ କରିଥିଲେ। ପ୍ରକୃତ କଥା ହେଉଛି ମୋତିଲାଲ ଏବଂ ମୋହନା ୪୦ ବର୍ଷ ହେବ ବିବାହ ନ କରି ସ୍ବାମୀ-ସ୍ତ୍ରୀ ଭାବେ ଏକାଠି ରହୁଥିଲେ। ଉଭୟଙ୍କ ସନ୍ତାନ ଥିଲେ। ସେମାନେ ମଧ୍ୟ ବିବାହ କରି ମାତାପିତା ହେଲେ। ତା’ପରେ ମୋତିଲାଲ ଏବଂ ମୋହନାଙ୍କୁ ସମାଜ ଏବଂ ହିନ୍ଦୁ ରୀତିନୀତି କଥା ଚିନ୍ତା ପଡିଲା। ଯାହା ପରେ ସେ ଅନୁଭବ କଲେ ଯେ ବିବାହ ବିନା ଆମର ପରବର୍ତ୍ତୀ ପିଢିର ଉନ୍ନତି ହୋଇପାରିବ ନାହିଁ। ଆମର ପିଣ୍ଡଦାନ କରାଯାଇପାରିବ ନାହିଁ। ଏହି କାରଣରୁ ବୃଦ୍ଧ ଦମ୍ପତି ୨୦ ଜୁନ ୨୦୨୧ରେ ହିନ୍ଦୁ ରୀତିନୀତି ଅନୁଯାୟୀ ବିବାହ କରିଥିଲେ। ବୃଦ୍ଧ ଦମ୍ପତିଙ୍କ ବିବାହରେ, ସେମାନଙ୍କର ଚାରି ପୁଅ ବୋହୂ ଏବଂ ନାତି ନାତୁଣୀ ସମସ୍ତେ ଉପସ୍ଥିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମୁଁ ସିଂହର ପୁଅ: ଚିରାଗ

ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର...

ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର

ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା...

ଦଳ ଛାଡିଲେ ଆଉ ଜଣେ କଂଗ୍ରେସ ନେତା: ରାହୁଲଙ୍କୁ କଲେ ଟାର୍ଗେଟ

ଗୁଆହାଟୀ,୧୮।୬: କଂଗ୍ରେସରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଯୁବ ନେତା ସବୁ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଏବେ ଆସାମ ବିଧାୟକ ରୂପଜ୍ୟୋତି...

ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ...

ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ

ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍‌ଫ୍ଲିକ୍ସ, ହଟ୍‌ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍‌ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍‌...

‘ ଭାଜପାରେ କେହି ରହିବେ ନାହିଁ ’

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪...

୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍‌ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ

ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍‌ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ...

୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୧୩।୬(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍‌ଦାର କରିବା ଲାଗି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
 ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ
Next Post Next post:
ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts