ଅମ୍ରୀଶ ପୁରୀ, ଯିଏ ବଲିଉଡ୍ର ଜଣାଶୁଣା ଭିଲେନଙ୍କ ମଧ୍ୟରୁ ଅନ୍ୟତମ। ନିଜର ଡାଏଲଗ କହିବା ଶୈଳୀ, ଭୟାନକ ଗେଟଅପ ଏବଂ ଚିତ୍ତାକର୍ଷକ ବ୍ୟକ୍ତିତ୍ୱ ସହିତ ବର୍ଷ ବର୍ଷ ଧରି ଚଳଚ୍ଚିତ୍ର ପ୍ରେମୀଙ୍କ ହୃଦୟରେ ଭୟ ସୃଷ୍ଟି କରିଥିଲେ। ହେଲେ ସେ ପ୍ରକୃତରେ ଚଳଚ୍ଚିତ୍ରରେ ହିରୋ ହେବାକୁ ଚାହୁଁଥିଲେ । ତାଙ୍କର ଜନ୍ମଦିନ ୨୨ ଜୁନ ରେ। ସେ ବର୍ତ୍ତମାନ ନାହାନ୍ତି ସତ ହେଲେ ତାଙ୍କ ଅଭିନୟ ପାଇଁ ପ୍ରତ୍ୟେକ ଦର୍ଶକଙ୍କ ହୃଦୟରେ ଅଛି। ଅମ୍ରୀଶ ୩୦ ବର୍ଷରୁ ଅଧିକ ସମୟ ଚଳଚ୍ଚିତ୍ରରେ କାମ କରିଥିଲେ ଏବଂ ଖଳନାୟକ ଭୂମିକାରେ ଅଭିନୟ କରିଥିଲେ। କେତେକ ଫିଲ୍ମରେ ସେ ‘ସୁପର ଭିଲେନ’ ଟ୍ୟାଗ ପାଇଥିଲେ । ପ୍ରଥମେ ‘ମିଷ୍ଟର ଇଣ୍ଡିଆ’ ଫିଲ୍ମର ସଂଳାପ ‘ମୋଗାମ୍ବୋ ଖୁସ ହୁଆ’ର ନାମ ଆସେ ।
୧୯୮୭ରେ ମୁକ୍ତିଲାଭ କରିଥିବା ‘ମିଷ୍ଟର ଇଣ୍ଡିଆ’ ତାଙ୍କ ଚରିତ୍ର ଅମର ବୋଲି ବିବେଚନା କରାଯାଏ । ଆଜି ବି ଲୋକଙ୍କ ମୁହଁରେ ଏହି ସଂଳାପଟି ରହିଛି। ଫିଲ୍ମର ହିରୋ ଅନିଲ କପୁରଙ୍କ ଅପେକ୍ଷା ଅମ୍ରୀଶ ଅଧିକ ପ୍ରଶଂସା ପାଇଥଲେ।
‘ଥ୍ରୀ ଇଡିଅଟ୍ସ’ର ଏହି ଦୃଶ୍ୟ ଲାଗି ମଦ୍ୟପାନ କରିଥିଲେ କଳାକାର; ଆମିର ଦେଇଥିଲେ…
ବମ୍ବେ: ଚଳଚ୍ଚିତ୍ରରେ କଳାକାରଙ୍କ ନିଖୁଣ ଅଭିନୟ ଦର୍ଶକକୁ ବାନ୍ଧି ରଖେ। ଏଥିପାଇଁ ତ କିଛି ଦୃଶ୍ୟ କନ୍ଦାଏ ତ କିଛି ହସିବାକୁ ବାଧ୍ୟ କରେ। ସେଭଳି...
ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା
ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ତୁର୍କୀରେ ଛୁଟି କାଟୁଛନ୍ତି। ସେ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରୁଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ...
ପ୍ରଶଂସକଙ୍କୁ ମନ ଦେଇ ବସିଥିଲେ ଏହି ସୁପରଷ୍ଟାର୍
ଦକ୍ଷିଣର ସୁପରଷ୍ଟାର ବିଜୟ ଚନ୍ଦ୍ରଶେଖର ଆଜି ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ଏପର୍ଯ୍ୟନ୍ତ ଅନେକ ହିଟ୍ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ସମ୍ପୂର୍ଣ୍ଣ ନାମ ଜୋସେଫ...
ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା
ମୁମ୍ବାଇ: ବଲିଉଡ୍ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ।...
ବେବି ବମ୍ପ୍ରେ ନଜର ଆସିଲେ ନୁସରତ
ମୁମ୍ବାଇ: ଟିଏମ୍ସି ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ...
ନାଗିନ୍ ଫେମ୍ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…
ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍ ମେହେରା ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ...
ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…
ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...
ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍କୁ ଆସ’; ପୁରା ଘଟଣା କିଛି…
ବମ୍ବେ: ଏକଦା କଟ୍ରିନା କୈଫ-ସଲମାନ ଖାନଙ୍କୁ ବଲିଉଡର ଲୋକପ୍ରିୟ ଯୋଡ଼ି ମଧ୍ୟରେ ଗଣାଯାଉଥିଲା। ‘ମୈନେ ପ୍ୟାର କ୍ୟୁ କିୟା’ରେ ସଲମାନଙ୍କ ସହ ଅଭିନୟ କରିବା ପରେ...


