E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅମରନାଥ ଯାତ୍ରା ବନ୍ଦ
6:40 pmJune 21, 2021

ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର ଏହି ସୂଚନା ଦେଇଛନ୍ତି।

ଉପରାଜ୍ୟପାଳ ସିହ୍ନା କହିଛନ୍ତି, କରୋନା ମହାମାରୀ ସମୟରେ ଲୋକଙ୍କ ଜୀବନକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଅମରନାଥ ଯାତ୍ରାକୁ ସରକାର ସ୍ଥଗିତ କରିଛନ୍ତି। ହେଲେ ରୀତିନୀତି ଅନୁଯାୟୀ ପୂଜା କାର୍ଯ୍ୟ ଅନୁଷ୍ଠିତ ହେବ। ଶ୍ରଦ୍ଧାଳୁଙ୍କ ପାଇଁ ସକାଳ ଏବଂ ସନ୍ଧ୍ୟାରେ ଅନ୍‌ଲାଇନ ମଧ୍ୟମରେ ଆଳତୀ ଦେଖିବା ପାଇଁ ବନ୍ଦୋବସ୍ଥ କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୫୬ ଦିନିଆ ଅମରନାଥ ଯାତ୍ରା ଜୁନ ୨୮ରୁ ଆରମ୍ଭ ହୋଇ ଅଗଷ୍ଟ ୨୨ ତାରିଖରେ ଶେଷ ହୋଇଥାନ୍ତା। ଯାତ୍ରା ପାଇଁ ଏପ୍ରିଲ ୧ ତାରିଖରୁ ରେଜିଷ୍ଟ୍ରେଶନ ଆରମ୍ଭ ହୋଇଥିଲା। ହେଲେ କରୋନା ଦ୍ୱିତୀୟ ଲହରକୁ ଦେଖି ଏପ୍ରିଲ ୨୨ ତାରିଖରୁ ରେଜିଷ୍ଟ୍ରେଶନ କାର୍ଯ୍ୟକୁ ବନ୍ଦ କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସାବରମତି ନଦୀରେ କୋଭିଡ-୧୯ ଭାଇରସ୍‌

ଅହମଦାବାଦ,୧୮।୭: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ...

ବେଆଇନ ଟେଲିଫୋନ୍‌ ଏକ୍ସଚେଞ୍ଜକୁ କଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍‌ କଲ୍‌ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍‌...

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ...

ଟୁଇଟର୍‌କୁ ଆଉ ମିଳିବନି ଆଇନଗତ ସୁରକ୍ଷା…

ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍‌କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା...

ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍‌ସି ନେତା

କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ...

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍‌ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ...

୨ କୋଟି କ୍ଷତିପୂରଣ ଦେବେ ଦେବେଗୌଡ଼ା

ବେଙ୍ଗାଲୁରୁ, ୨୩ା୬: ଏକ କମ୍ପାନୀକୁ ବଦନାମ କଲା ଭଳି ମନ୍ତବ୍ୟ ଦେଇଥିବାରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌. ଡି. ଦେବେଗୌଡ଼ା ୨ କୋଟି ଟଙ୍କା କ୍ଷତିପୂରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ
Next Post Next post:
୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts