E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ
8:09 pmJune 21, 2021

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ ରଖିବା ଲାଗି ପଦକ୍ଷେପ ନେବାକୁ ଏମ୍‌କେସିଜି ପ୍ରଶାସନିକ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଜିଲାର ଚିକିତ୍ସା କେନ୍ଦ୍ରଗୁଡିକର ସ୍ଥିତି ଏବଂ ସେଠାରେ ଉପଲବ୍ଧ ଥିବା ସୁବିଧା ସମ୍ପର୍କରେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଯାଞ୍ଚ କରିବେ। ଜିଲାସ୍ତରୀୟ ନିର୍ଦ୍ଦେଶକୁ ଅପେକ୍ଷା ନ କରି ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସିଡିପିଓ କିମ୍ବା ସଂପୃକ୍ତ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଘୋଷଣା ହୋଇଥିବା ଆଶୀର୍ବାଦ ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲାପାଳ ସୋମବାର ଭିଡିଓ କନଫରେନ୍ସରେ ହୋଇଥିବା କୋଭିଡ ପରିଚଳାନା ବୈଠକରେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

କରୋନା ପାଇଁ ବୟସ୍କଙ୍କ ପ୍ରତି ଅତ୍ୟାଚାର ଆଶଙ୍କା ବଢ଼ିଛି

ଭୁବନେଶ୍ୱର, ୧୬।୬(ବ୍ୟୁରୋ):‘ବିଶ୍ୱ ବୟସ୍କଙ୍କ ପ୍ରତି ଦୁର୍ବ୍ୟବହାର ସଚେତନତା ଦିବସ’ ଅବସରରେ ମଙ୍ଗଳବାର ହେଲ୍ପ ଏଜ୍‌ ଇଣ୍ଡିଆର ସର୍ଭେ ରିପୋର୍ଟ ‘ଦ ସାଇଲେଣ୍ଟ ଟର୍‌ମେଣ୍ଟର୍‌: କୋଭିଡ୍‌-୧୯ ଆଣ୍ଡ୍‌...

‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’

ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍‌ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍‌ ସମସ୍ୟାରେ ପୀଡିତ ହେଉଛନ୍ତି ।...

ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ

ଅନୁଗୋଳ ଅଫିସ, ୨ା୬ – କୋଭିଡ୍‌-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ...

ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ...

ଆଜି ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ...

୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୨୧ , ୨୦୨୧)
Next Post Next post:
୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts